• About Us
  • Contact Us
Sunday, May 17, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପତଞ୍ଜଳି ପକ୍ଷରୁ ଖାଇବା ତେଲ ଓ ପେଟ୍ରୋଲ ବ୍ୟବହାର ହ୍ରାସ ପାଇଁ ସଂକଳ୍ପ ପାଠ

by Voice of Victims
May 17, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ପତଞ୍ଜଳି ପକ୍ଷରୁ ଖାଇବା ତେଲ ଓ ପେଟ୍ରୋଲ ବ୍ୟବହାର ହ୍ରାସ ପାଇଁ ସଂକଳ୍ପ ପାଠ

କଟକ, ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପରିଣାମ ସ୍ବରୂପ ସୃଷ୍ଟ ବୈଶ୍ଵିକ ସଙ୍କଟର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମର୍ଥନ ଜଣାଇ ପତଞ୍ଜଳି ଯୋଗପୀଠ ପକ୍ଷରୁ ଖାଇବା ତେଲ ଓ ପେଟ୍ରୋଲ ବ୍ୟବହାର ହ୍ରାସ କରିବା ପାଇଁ ସଂକଳ୍ପ ପାଠ କରାଯାଇଛି। ବାଲିସାହି ଯୋଗ କେନ୍ଦ୍ର ଠାରେ ସତ୍ୟ ରଞ୍ଜନ ଷଡ଼ଙ୍ଗୀଙ୍କ ପୌରହିତ୍ୟରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ପ୍ରକାଶ ଦାସ, ମନୋଜ ପଶାୟତ, ସୁନିଲ ରାଉତରାୟ, ନିକୁଞ୍ଜ ଖୁଣ୍ଟିଆ ଓ ରବିନ୍ଦ୍ର ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ମହେନ୍ଦ୍ର ତ୍ରିପାଠୀ ଧନ୍ୟବାଦ ଅର୍ପଣ କରିଥିଲେ।

Post Views: 1
Share196Tweet123Send
Voice of Victims

Voice of Victims

Recent Posts

  • ଆଜି ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ
  • NEET-UG ପେପର ଲିକ୍ ମାମଲା, ମାଷ୍ଟର ମାଇଣ୍ଡ ବଟାନି ଶିକ୍ଷୟିତ୍ରୀଙ୍କୁ ଗିରଫ କଲା CBI
  • ପେଟ୍ରୋଲ ଓ ଡିଜେଲ ପରେ ଏବେ ମୋବାଇଲ ରିଚାର୍ଜ ପାଳି !
  • ପତଞ୍ଜଳି ପକ୍ଷରୁ ଖାଇବା ତେଲ ଓ ପେଟ୍ରୋଲ ବ୍ୟବହାର ହ୍ରାସ ପାଇଁ ସଂକଳ୍ପ ପାଠ
  • ଆସନ୍ତା ଦୁଇ ଦିନ ମଧ୍ୟରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In