• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପତଞ୍ଜଳି ଯୋଗପୀଠ ପକ୍ଷରୁ ଗଣତନ୍ତ୍ର ଦିବସ ପାଳନ

by Voice of Victims
January 26, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପତଞ୍ଜଳି ଯୋଗପୀଠ ପକ୍ଷରୁ ଗଣତନ୍ତ୍ର ଦିବସ ପାଳନ

କଟକ, ପତଞ୍ଜଳି ଯୋଗପୀଠ ପକ୍ଷରୁ ଜିଲ୍ଲା ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ସହ ରାଜ୍ୟ ପ୍ରଭାରୀ ସୁନିଲ ଶର୍ମାଙ୍କ ନେତୃତ୍ବରେ ଖାନନଗର ବୈଷ୍ଣବ ପାଣି ପାର୍କ‌‌‌ ଯୋଗ କେନ୍ଦ୍ର ଠାରେ ପାଳିତ ହୋଇଯାଇଛି।

ଅନ୍ୟମାନଙ୍କ ମଧ୍ୟରେ ପ୍ରଭାରୀ ଶିଶିର ଜେନା, କିଶୋର ସାଗର, ସତ୍ୟ ରଞ୍ଜନ ଷଡ଼ଙ୍ଗୀ, ସୁଶିଲ ମହାପାତ୍ର, ପ୍ରସନ୍ନ ଭୂୟାଁ, ସ୍ବରୂପ ସାହୁ, ସି ଏଚ୍ ବସନ୍ତା, କବିତା କରଣ, ବାସନ୍ତୀ ଦାସ, ଗୀତାଞ୍ଜଳି ଶତପଥୀ, ବିମଳା ପାଣିଗ୍ରାହୀ, ଅନୁପମା ରାଉଳ, ସବିତା ଦାଶ, ଶ୍ରୀଧର ପଣ୍ଡା, କୁରେଶ ପାତ୍ର, ସନ୍ତୋଷ ରାୟ, ମମତା ଚୌଧୁରୀ, ପ୍ରଜ୍ଞା ପାରମିତା, ସରୋଜିନୀ ଜେନା, ପ୍ରମୋଦ ଦାଶ, ତ୍ରିନାଥ ଦାସ, ସ୍ମୃତି ରଞ୍ଜନ ମୁଦୁଲି, ସୁରେନ୍ଦ୍ର ସାହୁ, ରାମଚନ୍ଦ୍ର ସାହୁ, ପ୍ରମୋଦ ସାହୁ, ଜୀତେନ୍ଦ୍ର ଶତପଥୀ ଓ ପୂର୍ଣଚନ୍ଦ୍ର ବେହେରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଚନ୍ଦେଶ୍ଵର ବେହେରା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ବୈଦିକ ଯଜ୍ଞ ଅନୁଷ୍ଠିତ ହେବା ସହ ବନ୍ଦେ ମାତରମ୍ ଗାନ କରାଯାଇଥିଲା।

Post Views: 41
Share200Tweet125Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In