• About Us
  • Contact Us
Thursday, April 30, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଡାକ୍ତରଙ୍କ ଅବହେଳାରେ ରୋଗୀ ମୃତ୍ୟୁ ଅଭିଯୋଗ

by Voice of Victims
May 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଡାକ୍ତରଙ୍କ ଅବହେଳାରେ ରୋଗୀ ମୃତ୍ୟୁ ଅଭିଯୋଗ

ରଣପୁର, ୬/୫ : ପୁଣି ଚିକିତ୍ସାରେ ଡାକ୍ତରଙ୍କ ଅବହେଳା ପାଇଁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି | ଯୁବକଙ୍କ ମୃତ୍ୟୁକୁ ନେଇ ଚାନ୍ଦପୁର ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟ ପରିସରରେ ଉତ୍ତେଜନା ଲାଗି ରହିଥିବା ଦେଖା ଦେଇଥିଲା | ଡାକ୍ତରଙ୍କ ଅବହେଳାକୁ ଦାୟୀ କରି ଶତାଧିକ ଗ୍ରାମବାସୀ ଡାକ୍ତରଙ୍କ ବିରୋଧ ରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି | କ୍ଷତି ପୁରଣ ଦାବି କରି ଆଉଟ ଡୋର ସମ୍ମୁଖରେ ଶତାଧିକ ଗ୍ରାମବାସୀ ମେଡିକାଲ କୁ ଘେରି ରହିଥିଲେ | ଫଳରେ ଆଉଟ ଡୋରରେ ରୋଗୀ ଚିକିତ୍ସା ବନ୍ଦ ରହିଥିଲା |

ମୃତ ଯୁବକ ଜଣଙ୍କ ହେଉଛନ୍ତି ରଣପୁର ବ୍ଲକ କନ୍ଧ ନୟାଗଡ଼ ଗ୍ରାମର ସୋମନାଥ ପଲେଇ | ଆଜି ସକାଳୁ ଯୁବକ ଜଣକର ପେଟ କାଟିବାରୁ ବସନ୍ତ ମଞ୍ଜରୀ ସାଧାରଣ ଚିକିତ୍ସାଳୟକୁ ଚିକିତ୍ସା ପାଇଁ ଆସିଥିଲେ | ଚିକିତ୍ସା ପାଇଁ ଆସିଥିବା ବେଳେ କାର୍ଯ୍ୟରତ ଡାକ୍ତର ବି.ବି. ବଳବନ୍ତରାୟ ତାଙ୍କୁ ୩ ରୁ ୪ ଟି ଇଞ୍ଜେକ୍ସନ ଦେଇଥିଲେ | ସେହି ସମୟରେ ଯୁବକ ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି | ଏ ନେଇ ଚାନ୍ଦପୁର ଥାନାରେ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି | ପୋଲିସ ଘଟଣା ର ତଦନ୍ତ କରୁଥିବା ଚାନ୍ଦପୁର ଥାନା ଅଧିକାରୀ ଦିଲ୍ଲୀପ କୁମାର ସ୍ୱାଇଁ କହିଛନ୍ତି |

Post Views: 385
Share209Tweet131Send
Voice of Victims

Voice of Victims

Recent Posts

  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ
  • ସ୍ୱାଧୀନତା ସଂଗ୍ରାମୀ ବୀର ବୈଷ୍ଣବ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ !
  • କ୍ୟାଟ ବାର ଆସୋସିଏସନ, କଟକ ତରଫରୁ ମଧୁ ଜୟନ୍ତୀ ଓ ଆଇନଜୀବୀ ଦିବସ ପାଳିତ
  • ମେ ୨ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ
  • ମହିଳା ସଂରକ୍ଷଣକୁ ନେଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ବିବୃତ୍ତି ରଖିଲେ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In