• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଟିକେଟ ପାଇଁ ଟଙ୍କା କାରବାର ସମ୍ପର୍କରେ ପିସିସି ନେଲା ପଦକ୍ଷେପ

by Voice of Victims
January 21, 2024
in ମୁଖ୍ୟ ଖବର, ରାଜ୍ୟ
ଟିକେଟ ପାଇଁ ଟଙ୍କା କାରବାର ସମ୍ପର୍କରେ ପିସିସି ନେଲା ପଦକ୍ଷେପ

ଭୁବନେଶ୍ୱର:  ୨୦୨୪ ସାଧାରଣ ନିର୍ବାଚନ ପାଇଁ ସବୁ ଦଳର ଜୋରଦାର ପ୍ରସ୍ତୁତି ଚାଲିଛି । ଏହାରି ଭିତରେ କଂଗ୍ରେସ ଟିକେଟ ପାଇଁ ଟଙ୍କା କାରବାର ହେଉଥିବା ଖବର ଚର୍ଚ୍ଚାକୁ ଆସିବା ପରେ ସତର୍କ କରାଇଲା ପ୍ରଦେଶ କଂଗ୍ରେସ କମିଟି । ଉଭୟ ବିଧାନସଭା ଓ ଲୋକସଭା ଆଶାୟୀ ପ୍ରାର୍ଥୀଙ୍କୁ ଟିକେଟ ଦିଆଯିବାର ପ୍ରତିଶ୍ରୁତି ଦେଇ କିଛି ବ୍ୟକ୍ତ ବିଶେଷ ଟଙ୍କା ଆଦାୟ କରୁଥିବା ଖବର ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ନଜରକୁ ଆସିଥିଲା । ଏଭଳି ଖବର ସାମ୍ନାକୁ ଆସିବା ପରେ ସବୁ ଜିଲ୍ଲା ସଭାପତି ଓ ରାଜ୍ୟ ସାମ୍ମୁଖ୍ୟଙ୍କୁ ପିସିସି ପକ୍ଷରୁ ଚିଠି ଦିଆଯାଇଛି । କୌଣସି ନେତା ଏଭଳି ଖବରକୁ ବିଶ୍ୱାସ ନକରିବାକୁ ଚିଠିରେ ସତର୍କ କରାଇ ଦିଆଯାଇଛି । ୨୦୨୪ ନିର୍ବାଚନ ପାଇଁ ଲୋକସଭା ଓ ବିଧାନସଭା ଟିକେଟ ନିର୍ଦ୍ଧାରିତ ସମୟରେ ଏଆଇସିସି ଦ୍ୱାରା ଘୋଷଣା କରାଯିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି ।

Post Views: 35
Share199Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In