• About Us
  • Contact Us
Sunday, May 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ମୋଦୀ କ୍ୟାବିନେଟରୁ ଇସ୍ତଫା ଦେଲେ ପଶୁପତି ପାରସ

by Voice of Victims
March 19, 2024
in ଦେଶ ବିଦେଶ, ମୁଖ୍ୟ ଖବର
ମୋଦୀ କ୍ୟାବିନେଟରୁ ଇସ୍ତଫା ଦେଲେ ପଶୁପତି ପାରସ

ନୂଆଦିଲ୍ଲୀ: ନ୍ୟାସନାଲ ଡେମୋକ୍ରାଟିକ୍ ଆଲାଏନ୍ସ (ଏନଡିଏ) ରେ ଆସନ ବାଣ୍ଟିବାରେ ଅସନ୍ତୁଷ୍ଟ ହୋଇ ଲୋକ ଜନଶକ୍ତି ପାର୍ଟି (ଏଲଜେପି) ସଭାପତି ପଶୁପତି ପରାସ ମୋଦି କ୍ୟାବିନେଟରୁ ଇସ୍ତଫା ଦେଇଛନ୍ତି। ସାମ୍ବାଦିକ ସମ୍ମିଳନୀରେ ସେ ଇସ୍ତଫା ଘୋଷଣା କରିଛନ୍ତି। ପାରସ କହିଛନ୍ତି ଯେ, ବ୍ୟକ୍ତିଗତ ଭାବେ ମୋ ପ୍ରତି ଅନ୍ୟାୟ କରାଯାଇଛି। ଗତକାଲି ବିହାରର ଏନଡିଏ ମେଣ୍ଟର ସିଟ ଭାଗବଣ୍ଟା ଚୂଡ଼ାନ୍ତ ହୋଇଥିଲା। ଏଲଜେପିର ଚିରାଗ ପାଶ୍ୱାନଙ୍କ ଗୋଷ୍ଠୀକୁ ଅଂଶୀଦାର ଭାବେ ଗ୍ରହଣ କରି ୫ଟି ସିଟ୍ ଦିଆଯାଇଛି। କିନ୍ତୁ ପାରଶଙ୍କ ଗୋଷ୍ଠୀକୁ ଗୋଟିଏ ବି ସିଟ୍ ଦିଆଯାଇନଥିଲା, ଯଦିଓ ତାଙ୍କ ଗୋଷ୍ଠୀରେ ୫ ଜଣ ସାଂସଦ ଅଛନ୍ତି। ତେଣୁ ଏହାକୁ ନେଇ ପାରସ ଅସନ୍ତୁଷ୍ଠ ହୋଇ ଇସ୍ତଫା ଦେଇଛନ୍ତି। ସେ ଆରଜେଡି-କଂଗ୍ରେସ ମେଣ୍ଟରେ ଯୋଗ ଦେଇପାରନ୍ତି ବୋଲି କୁହାଯାଉଛି।

Post Views: 35
Share197Tweet123Send
Voice of Victims

Voice of Victims

Recent Posts

  • ବାଲିଅନ୍ତା ଭିଡ଼ ହିଂସା ଘଟଣା; ଅତ୍ୟନ୍ତ କ୍ଷବ୍ଧ ମୁଖ୍ୟମନ୍ତ୍ରୀ ଦେଲେ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ
  • ଆସନ୍ତା ୧୧ରୁ ପୁଣି ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଗଣତି ମଣତି କାର୍ଯ୍ୟ
  • ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ବିଜୟ, ସମାରୋହରେ ରାହୁଲ ଗାନ୍ଧୀ ସାମିଲ
  • ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! ୧୧ରେ ଲଘୁଚାପ ସମ୍ଭାବନା, ୧୩ ତାରିଖ ସୁଦ୍ଧା ସ୍ପଷ୍ଟ ହେବ ଚିତ୍ର
  • ‘ନବୀନ ନିବାସ’ ସାମ୍ନାରୁ ହଟିବ ବ୍ୟାରିକେଡ୍‌ ! ହାଇକୋର୍ଟଙ୍କ ଅସନ୍ତୋଷ ପରେ ତତ୍ପର ପୂର୍ତ୍ତ ବିଭାଗ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In