• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୦ରୁ ଅଧିକ ଓକିଲ

by Voice of Victims
October 24, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା ଅଭିଯୋଗ
ପୀତବାସ ପଣ୍ଡା ହତ୍ୟା ମାମଲା, ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୦ରୁ ଅଧିକ ଓକିଲ

ବ୍ରହ୍ମପୁର : ପୀତବାସ ପଣ୍ଡା ହତ୍ୟା ମାମଲାରେ ବିକ୍ରମ ପଣ୍ଡାଙ୍କ ପାଇଁ ଲଢ଼ିବେ ୪୦ରୁ ଅଧିକ ଓକିଲ । ୪୪ ଜଣ ଓକିଲ କୋର୍ଟରେ ଓକିଲାତିନାମା ଦାଖଲ କରିଥିବା ସୂଚନା ମିଳିଛି । ସେପଟେ ଅନ୍ୟତମ ଅଭିଯୁକ୍ତ ସୁଦର୍ଶନ ଜେନାଙ୍କୁ ପଚରାଉଚରା ପରେ ଛାଡ଼ି ଦେଇଛି ପୋଲିସ । ଗତକାଲି ସେ ଥାନାରେ ଆତ୍ମସମର୍ପଣ କରିଥିଲେ । ତେବେ ଅନ୍ୟ ଏକ ତାରିଖରେ ହାଜର ହେବା ପାଇଁ ତାଙ୍କୁ ନୋଟିସ ଜାରି ହୋଇଥିବା ଜଣେ ପଦସ୍ଥ ପୋଲିସ ଅଧିକାରୀ କହିଛନ୍ତି l ସୁଦର୍ଶନ ଗୋପାଳପୁରର ଜଣେ ନେତାଙ୍କ ସହ ମିଶି ବ୍ୟବସାୟ କରନ୍ତି । ଏଣୁ ଆବଶ୍ୟକ ହେଲେ ପୋଲିସ ତାଙ୍କୁ ମଧ୍ୟ ଡାକି ପଚରା ଉଚରା କରିପାରେ ।

ସେପଟେ ଜେଲ ଭିତରେ ଅନ୍ୟ ଗୋଷ୍ଠୀଙ୍କ ଦ୍ୱାରା ବିପଦ ଆଶଙ୍କା କରି ଅଭିଯୁକ୍ତ ତଥା ପୂର୍ବତନ ମେୟର ଶିବଶଙ୍କର ଦାଶଙ୍କୁ ବ୍ରହ୍ମପୁରରୁ ଫୁଲବାଣୀ ଜିଲ୍ଲା କାରାଗାରକୁ ପଠାଇ ଦିଆଯିବ । ଏ ନେଇ ଜେଲ ଅଧିକାରୀ ଙ୍କ ପକ୍ଷରୁ sdjm କୋର୍ଟରେ ପିଟିସନ ଦାଖଲ କରାଯାଇଛି ।  ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ସଂଖ୍ୟା ୧୩ ରେ ପହଞ୍ଚିଛି । ଗତକାଲି ସୁନୀଲ ହୋତାଙ୍କୁ କୋର୍ଟ ଚାଲାଣ କରାଯାଇଛି । ଅନ୍ୟପଟେ ଗିରଫ ହୋଇଥିବା ଜଣେ ପୁରୁଣା ଅପରାଧୀର ଭାଇ ପୋଲିସ ସ୍କାନରରେ ରହିଛି ।

Post Views: 47
Share200Tweet125Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In