• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ବିମାନ ଦୁର୍ଘଟଣା: ୧୯ ମୃତ

by Voice of Victims
January 30, 2025
in ଦେଶ ବିଦେଶ, ମୁଖ୍ୟ ଖବର
ବିମାନ ଦୁର୍ଘଟଣା: ୧୯ ମୃତ

ୱାସିଂଟନ: ଆମେରିକା ୱାସିଂଟନ ଡିସିରେ ବଡ଼ ବିମାନ ଦୁର୍ଘଟଣା। ମଝି ଆକାଶରେ କମର୍ସିଆଲ ବିମାନକୁ ଧକ୍କା ଦେଲା ଆର୍ମି ହେଲିକପ୍ଟର। ଧକ୍କା ଦେବା ପରେ ଉଭୟ ହେଲିକପ୍ଟର ଓ ବିମାନ ଦୁର୍ଘଟଣାଗସ୍ତ ହୋଇ ପୋଟୋମାକ୍‌ ନଦୀକୁ ଖସି ପଡିଛି। ଆମେରିକାର ରୋନାଲ୍ଡ ରେଗନ୍‌ ଏୟାରପୋର୍ଟ ନିକଟରେ ଦୁର୍ଘଟଣା ଘଟିଥିବା ଜଣାପଡିଛି। ବର୍ତ୍ତମାନ ଅନ୍ୟ ସବୁ ବିମାନ ଗୁଡିକର ଉଡାଣ ଓ ଅବତରଣ ଗୁଡିକୁ ରଦ୍ଦ କରାଯାଇଛି। ଦୁର୍ଘଟଣା ପରେ ପୋଟୋମାକ୍ ନଦୀରେ ଉଦ୍ଧାର କାର୍ୟ୍ୟ ଜାରି ରହିଛି। ୧୯ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। କରମର୍ସିଆଲ ବିମାନରେ ୭୦ ଜଣ ଯାତ୍ରୀଙ୍କ ବସିବା କ୍ଷମତା ଥିବାବେଳେ ଏଥିରେ ପାଖାପାଖି ୬୫ ଜଣ ଯାତ୍ରୀ ଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମବିଭାଗର ଉଦ୍ଧାରକାର୍ୟ୍ୟ ଜାରି ରଖିଛି। ନ୍ୟାସନାଲ ଟ୍ରାନ୍ସପୋଟେସନ୍ ସେଫ୍ଟି ବୋର୍ଡ ଏବଂ ଫେଡରାଲ ଏଭିଏସନ୍ ଆଡମିନିଷ୍ଟ୍ରେସନ୍ ଘଟଣାର ତଦନ୍ତ କରୁଛନ୍ତି।

Post Views: 52
Share198Tweet124Send
Voice of Victims

Voice of Victims

Recent Posts

  • ଭାରତରେ ପୁଣି ଭୂକମ୍ପ ଝଟକା, ନାସିକରେ ଦୁଇଥର ଥରିଲା ଭୂମି
  • ସରକାରୀ ଜମିରେ ଗଞ୍ଜେଇ ଚାଷ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ୬ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ରାଜସ୍ୱ ସଚିବ
  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In