• About Us
  • Contact Us
Sunday, March 29, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଲାଇଭ୍ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଅର୍ଜୁନ ଏରିଗାଇସିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

by Voice of Victims
October 28, 2024
in ଦେଶ ବିଦେଶ, ବିଶେଷ ପୃଷ୍ଠା, ମୁଖ୍ୟ ଖବର
ଲାଇଭ୍ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଅର୍ଜୁନ ଏରିଗାଇସିଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଲାଇଭ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଭାରତୀୟ ଚେସ୍ ଗ୍ରାଣ୍ଡ ମାଷ୍ଟର ଅର୍ଜୁନ ଏରିଗାଇସିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ ମଧ୍ୟ ତାଙ୍କର ଅସାଧାରଣ ଦକ୍ଷତା ଏବଂ ଦୃଢ଼ତା ଭାରତକୁ ଗର୍ବିତ କରିଥିବାରୁ ତାହାକୁ ପ୍ରଶଂସା କରିବା ସହ ଏହା ଅନେକ ଯୁବପିଢ଼ିଙ୍କୁ ପ୍ରେରଣା ଯୋଗାଇବ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ ଏକ୍ସ ରେ ପୋଷ୍ଟ କରିଛନ୍ତି ଯେ ଲାଇଭ ଚେସ୍ ରେଟିଙ୍ଗରେ ୨୮୦୦ ମାର୍କ ଅତିକ୍ରମ କରିଥିବାରୁ ଅର୍ଜୁନ ଏରିଗାଇସିଙ୍କୁ ଶୁଭେଚ୍ଛା! ଏହା ଏକ ଅଭୂତପୂର୍ବ ସଫଳତା। ତାଙ୍କର ଅସାଧାରଣ ଦକ୍ଷତା ଏବଂ ଦୃଢ଼ତା ଆମର ସମଗ୍ର ରାଷ୍ଟ୍ରକୁ ଗର୍ବିତ କରିଛି। ଏହା ମଧ୍ୟ ବ୍ୟକ୍ତିଗତ ଭାବେ ଏକ ମାଇଲଖୁଣ୍ଟ। ଏହା ମଧ୍ୟ ଅନେକ ଯୁବ ପିଢ଼ିଙ୍କୁ ଚେସ୍ ଖେଳିବା ସହିତ ବିଶ୍ୱ ମଞ୍ଚରେ ସଫଳ ହେବାକୁ ପ୍ରେରଣା ଯୋଗାଇବ । ଭବିଷ୍ୟତର ସଫଳତା ପାଇଁ ତାଙ୍କୁ ବହୁତ ବହୁତ ଶୁଭେଚ୍ଛା।

Post Views: 42
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In