• About Us
  • Contact Us
Friday, March 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଅଗଷ୍ଟ ୨ ତାରିଖରେ ଆସିବ ପ୍ରଧାନମନ୍ତ୍ରୀ କିଷାନ ଟଙ୍କା

by Voice of Victims
July 30, 2025
in ଦେଶ ବିଦେଶ, ମୁଖ୍ୟ ଖବର
୯.୮ କୋଟି ଚାଷୀଙ୍କ ପାଇଁ ଖୁସି ଖବର: ୨୪ରେ ଆସିବ ପିଏମ୍ କିଷାନ୍ ଟଙ୍କା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୨୦ତମ କିସ୍ତି ଅଗଷ୍ଟ ୨ତାରିଖରେ ପ୍ରଦାନ କରାଯିବ ।  କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହାନଙ୍କ ଅଧ୍ୟକ୍ଷତାରେ ଆଜି ନୂଆଦିଲ୍ଲୀରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା  ।

ଏହି ବୈଠକରେ କାର୍ଯ୍ୟକ୍ରମର ପ୍ରସ୍ତୁତି ଏବଂ ସର୍ବାଧିକ ସଂଖ୍ୟକ ଚାଷୀଙ୍କ ନିକଟରେ ଏହାର ଲାଭ ପହଞ୍ଚିବା ସୁନିଶ୍ଚିତ କରିବା ପାଇଁ ସମୀକ୍ଷା କରାଯାଇଥିଲା ।  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଉତ୍ତର ପ୍ରଦେଶର ବାରାଣସୀରେ ଏହି କାର୍ଯ୍ୟକ୍ରମ  ହେବ ।

୨୪ ଫେବୃଆରୀ ୨୦୨୫ରେ ସରକାର ଯୋଜନାର ୧୯ ତମ କିସ୍ତି ଜାରି କରିଥିଲେ ।  ୨୪ ଜୁନ୍ ୨୦୨୫ ରେ ପୂରା ଚାରି ମାସ ବିତିଗଲାଣି।  ପ୍ରାୟ ୧୦ କୋଟି ଚାଷୀ ଏହି କିସ୍ତିର ଲାଭ ପାଇବେ ।  ଚାଷୀମାନଙ୍କ ମଧ୍ୟରେ ଇ-କେୱାଇସି କରିବା ପାଇଁ ଏକ ଦୌଡ଼ ଆରମ୍ଭ ହୋଇଛି।

ଇ-କେୱାଇସି କରିବା ମାତ୍ରେ, ପୂର୍ବରୁ ପଡ଼ି ରହିଥିବା କିସ୍ତି ମଧ୍ୟ ଆକାଉଣ୍ଟକୁ ଆସିଯିବ। ଏହି ଯୋଜନା ଅଧୀନରେ ଚାଷୀମାନଙ୍କୁ ୩ଟି କିସ୍ତିରେ ୬ ହଜାର ଟଙ୍କା ହସ୍ତାନ୍ତର କରାଯାଉଛି, ପ୍ରତ୍ୟେକ କିସ୍ତି ପ୍ରତି ଚାରି ମାସରେ ଜାରି କରାଯିବ ।  ବୈଠକରେ ଦେଶର ୭୩୧ଟି କୃଷି ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ, ଉପ-କୁଳପତି ଏବଂ ମୁଖ୍ୟ, ଭାରତୀୟ କୃଷି ଗବେଷଣା ପରିଷଦ ଓ କୃଷି ବିଶ୍ୱବିଦ୍ୟାଳୟଗୁଡ଼ିକ ଯୋଗ ଦେଇଥିଲେ ।

Post Views: 62
Share198Tweet124Send
Voice of Victims

Voice of Victims

Recent Posts

  • ମମତା ବାନାର୍ଜୀ ଜାରି କଲେ ଇସ୍ତାହାର: ମହିଳାମାନଙ୍କୁ ମାସିକ ୧୫୦୦, ବେକାରଙ୍କ ପାଇଁ ପକେଟ ଖର୍ଚ୍ଚ
  • ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ, ଆଧ୍ୟାତ୍ମକ ଆଲୋଚନା ସହ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା
  • କେନ୍ଦ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀଙ୍କୁ ହତ୍ୟା ଧମକ, ଅଜଣା ନମ୍ବରରୁ ଆସିଥିଲା କଲ୍
  • ମାର୍ଚ୍ଚ ୨୫ରେ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି, ଦିନ ୧୨ଟା ୧୨ରୁ ୧ଟା ୪୫ ମଧ୍ୟରେ ହେବ ଗଣତିମଣତି
  • ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In