• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଜୁନ୍ ୧୨ ନୁହେଁ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ବିଜେପି ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଦେବେ ଯୋଗ

by Voice of Victims
June 7, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
‘ଅପରେସନ ସିନ୍ଦୂର’ ର ସଫଳତା ପରେ ଗୁଜରାଟରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ‘ସିନ୍ଦୂର ସମ୍ମାନ ଯାତ୍ରା’ରେ ହେଲେ ସାମିଲ

ଭୁବନେଶ୍ୱର : ଜୁନ୍ ୨୦ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ୧୨ ତାରିଖ ବଦଳରେ ୨୦ ତାରିଖରେ ଆସିବେ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ରାଜ୍ୟରେ ବିଜେପି ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବେ ପ୍ରଧାନମନ୍ତ୍ରୀ । ୨୦ ତାରିଖରେ ପାଳନ ହେବ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଦିଲ୍ଲୀ ଗସ୍ତ ବେଳେ ଓଡ଼ିଶା ଆସିବାକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଥିଲେ । ବର୍ଷପୂର୍ତ୍ତି କାର୍ଯ୍ୟକ୍ରମରେ ବର୍ଷକର ରିପୋର୍ଟ କାର୍ଡ ପ୍ରଦାନ କରିବେ ରାଜ୍ୟ ସରକାର । ଗତବର୍ଷ ଜୁନ ୧୨ରେ ବିଜେପି ସରକାରର ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇଥିଲେ ପ୍ରଧାନମନ୍ତ୍ରୀ ମୋଦି।

Post Views: 31
Share198Tweet124Send
Voice of Victims

Voice of Victims

Recent Posts

  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା
  • ରାଜ୍ୟରେ ଅସମ୍ଭାଳ ଖରା, ଏବେଠୁ ଅଧିକାଂଶ ସହରରେ ୪୦ ଡିଗ୍ରୀ ଛୁଇଁଲାଣି ତାତି
  • ଅବକାରୀ ବିଭାଗର ନୂଆ ଗାଇଡଲାଇନ, ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ
  • ଆର୍ଜେଣ୍ଟିନା ଟିମ୍ ଏବଂ ମେସିଙ୍କ ଉପରେ ଆସିଲା ଅଭିଯୋଗ, ୨୫୦ କୋଟି ଟଙ୍କା ନେଇ ମଧ୍ୟ କେରଳ ଆସିଲେନି

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In