• About Us
  • Contact Us
Friday, May 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଆଜି ୧୦୩ ଅମୃତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

by Voice of Victims
May 22, 2025
in ଦେଶ ବିଦେଶ, ମୁଖ୍ୟ ଖବର
ଆଜି ୧୦୩ ଅମୃତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅମୃତ ଭାରତ ଷ୍ଟେସନ ଯୋଜନା ଅଧୀନରେ ୧୦୩ ଟି ପୁନଃବିକଶିତ ରେଳ ଷ୍ଟେସନର ଉଦ୍‌ଘାଟନ କରିବେ, ଯାହା ଭାରତୀୟ ରେଳର ଆଧୁନିକୀକରଣ ଦିଗରେ ଏକ ଐତିହାସିକ ପଦକ୍ଷେପ।

କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି: “ଆଜି ଭାରତର ରେଳ ଭିତ୍ତିଭୂମି ପାଇଁ ଏକ ଐତିହାସିକ ଦିନ। ଅମୃତ ଷ୍ଟେସନଗୁଡିକ ସୁବିଧାଜନକ ହେବା ସହ ସଂଯୋଗୀକରଣକୁ ବୃଦ୍ଧି କରିବ ଏବଂ ଆମର ଗୌରବମୟ ସଂସ୍କୃତିର ପ୍ରତୀକ ହେବ।”

Post Views: 39
Share198Tweet124Send
Voice of Victims

Voice of Victims

Recent Posts

  • ଆଜି ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ମନ୍ତ୍ରୀ ଶିବରାଜ ସିଂହ ଚୌହାନ
  • କୁମ୍ଭୀରଙ୍କ ପ୍ରଜନନ ଋତୁ, ଆଜିଠୁ ତିନି ମାସ ଯାଏଁ ଭିତରକନିକା ବନ୍ଦ
  • ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ଉପରେ ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ; ମହିଳା ସଶକ୍ତିକରଣ ପାଇଁ ଆହ୍ୱାନ କଲେ ମୁଖ୍ୟମନ୍ତ୍ରୀ
  • OAS ସ୍ତରରେ ବଡ଼ ଧରଣର ଅଦଳବଦଳ; ୨୯ ଜଣଙ୍କୁ ବଦଳି କଲେ ରାଜ୍ୟ ସରକାର
  • କାଶୀନାଥଙ୍କ ଘରେ ଫୁଟିଲା ଦୁର୍ଲଭ ବ୍ରହ୍ମକମଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In