• About Us
  • Contact Us
Tuesday, March 24, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ, ବର୍ଷା ସମ୍ଭାବନାକୁ ନେଇ ଘୁଞ୍ଚିପାରେ କାର୍ଯ୍ୟକ୍ରମ

by Voice of Victims
September 21, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଓଡ଼ିଶାରେ ବିଜେପିର ବିଜୟ: ଧନ୍ୟବାଦ୍ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର : ବାତିଲ୍ ହୋଇପାରେ ପ୍ରଧାନମନ୍ତ୍ରୀଙ୍କ ବ୍ରହ୍ମପୁର ଗସ୍ତ । ଆସନ୍ତା ୨୭ ତାରିଖରେ ବ୍ରହ୍ମପୁର ଆସି ନପାରନ୍ତି ପ୍ରଧାନମନ୍ତ୍ରୀ କରେନ୍ଦ୍ର ମୋଦି । ମୋଦିଙ୍କ ଗସ୍ତ ପାଇଁ ବନ୍ଧା ଯାଇଥବା ଟେଣ୍ଟ ଏବେ ଖୋଲାଯାଉଛି। ଟେଣ୍ଟ୍ ଖୋଲିବାକୁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଆସିଛି । ୨୭ରେ ବ୍ରହ୍ମପୁର ଆସିଥାନ୍ତେ ପ୍ରଧାନମନ୍ତ୍ରୀ ।

କିନ୍ତୁ ବ୍ରହ୍ମପୁର ବଦଳରେ ପଶ୍ଚିମ ଓଡ଼ିଶାରେ କୌଣସି ସ୍ଥାନରେ ହୋଇପାରେ କାର୍ଯ୍ୟକ୍ରମ । ଏନେଇ ଗତକାଲି ପୋଲିସ ଡିଜି ବ୍ରହ୍ମପୁରରେ ପ୍ରସ୍ତୁତିର ସମୀକ୍ଷା କରିଥିଲେ । କିନ୍ତୁ ପଛକୁ ପଛ ଲଘୁଚାପ ଥିବାରୁ କାର୍ଯ୍ୟକ୍ରମ ବାତିଲ ହୋଇପାରେ । ଆସନ୍ତା ୨୭ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି ।

Post Views: 33
Share197Tweet123Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In