• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିଠୁ ଯୋରନ୍ଦା ମାଘମେଳା, ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁତୟନ ହୋଇଛନ୍ତି ପୋଲିସ ଫୋର୍ସ

by Voice of Victims
January 31, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଜିଠୁ ଯୋରନ୍ଦା ମାଘମେଳା, ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁତୟନ ହୋଇଛନ୍ତି ପୋଲିସ ଫୋର୍ସ

ଢେଙ୍କାନାଳ : ଆଜିଠୁ ବିଶ୍ଵପ୍ରସିଦ୍ଧ ଯୋରନ୍ଦା ମାଘମେଳା । ଚଳଚଞ୍ଚଳ ମହିମା ଗାଦି ପୀଠ । ଜମିଛି ସାଧୁସନ୍ଥ ଓ ଶ୍ରଦ୍ଧାଳୁଙ୍କ ଭିଡ଼ । ଦୂରଦୂରାନ୍ତରୁ ସନ୍ନ୍ୟାସୀମାନେ ଦୀର୍ଘ ୧ ମାସ ହେଲା ଚାଲି ଚାଲି ଆସି ମହିମାଗାଦିରେ ପହଞ୍ଚିଛନ୍ତି । ମହିମା ସମାଜ ପକ୍ଷରୁ ଗାଦିମନ୍ଦିର, ଅଖଣ୍ଡଜ୍ୟୋତି ମନ୍ଦିର, ଧୁନିମନ୍ଦିର, ଶୂନ୍ୟ ମନ୍ଦିର, ବତି ମନ୍ଦିର, ଏକୋଇଶ ହାଡିଆ ଟୁଙ୍ଗି ଆଦି ସଫା କରାଯାଇଛି ।

ଯୋରନ୍ଦା ମହିମା ଗାଦି ପୀଠରେ ଜଗତ କଲ୍ୟାଣ ଉଦ୍ଦେଶ୍ୟରେ ମହଣ ମହଣ ଘିଅରେ ବୃହତ ଝାଡ଼ଦୀପ ପ୍ରଜ୍ବଳନ କରାଯିବ । ଯୋରନ୍ଦା ମେଳାରେ ୧୦ ଲକ୍ଷରୁ ଉର୍ଦ୍ଧ ଶ୍ରଦ୍ଧାଳୁଙ୍କ ସମାଗମ ହେବ । ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ମୁଖ୍ୟ ମାଘ ମେଳା ଅନୁଷ୍ଠିତ ହେଉଥିବା ବେଳେ ଆଉ ୫ ଦିନ ଧରି ଦୋକାନ ବଜାର ଓ ବିଭିନ୍ନ ଯାତ୍ରା ପାଟି ପଡ଼ିବ । ମାଘ ମେଳା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତ ହୋଇଛି । ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି ।

Post Views: 17
Share198Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In