• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସକୁ ବଡ଼ ସୁରାକ, ୩ ଜଣଙ୍କୁ ଅଟକ ରଖି ପଚରାଉଚରା

by Voice of Victims
October 10, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ବିଜେପି ନେତା ପୀତବାସ ପଣ୍ଡାଙ୍କୁ ହତ୍ୟା ପଛରେ ବାଲି ମାଫିଆ, ବାହାରର ସୁପାରୀ କିଲରକୁ ନିୟୋଜିତ କରିଥିବା ନେଇ ଚର୍ଚ୍ଚା

ଭୁବନେଶ୍ୱର : ବ୍ରହ୍ମପୁରର ବରିଷ୍ଠ ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୋଲିସକୁ ବଡ଼ ସୁରାକ । ଏ ବହୁ ଚର୍ଚ୍ଚିତ ହତ୍ୟା ଘଟଣାରେ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ବ୍ରହ୍ମପୁର ପୋଲିସ । ହତ୍ୟାକାରୀକୁ ଧରିବା ପାଇଁ ଗଠିତ ଛଅ ଜଣିଆ ପୋଲିସ ଟିମ ପୁରା ଦମରେ ଲାଗିଛନ୍ତି ।  ପୋଲିସ ଅନେକ ସ୍ଥାନରେ ସିସିଟିଭି ଫୁଟେଜ ଯାଞ୍ଚ କରୁଥିବା ବେଳେ ଅନେକ ଅପରାଧୀ ଟେକି ଆଣି ଜେରା କରୁଛି । ସୁନୀଲ ନାମକ ଜଣେ କ୍ରିମିନାଲ ପୋଲିସରେ ସ୍କାନରରେ ଅଛି ।

ସେପଟେ ବାଲି, କ୍ରସର, ମୋରମ ଓ ଜମି ବ୍ୟବସାୟ ଓ ସେଟଲମେଣ୍ଟକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ପୋଲିସ ଅନୁମାନ କରୁଛି ।  ପୋଲିସର ତଦନ୍ତ ଯେତେ ଆଗଉଛି ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଛି ।  ଏବେ ପୋଲିସ ଦୁର୍ବୁତ୍ତଙ୍କୁ ଧରିବା ପାଇଁ ନୂଆ ନୂଆ କୌଶଳ ଆପଣାଉଛି ।  କୁମାର ପୂର୍ଣ୍ଣିମା ରାତି ପ୍ରାୟ ୧୦ଟା ବେଳେ ବ୍ରହ୍ମପୁର ବାସଭବନ ପାଖରେ ଛିଡ଼ା ହୋଇଥିବା ବେଳେ ପୀତବାସ ପଣ୍ଡାଙ୍କୁ ପଏଣ୍ଟ ବ୍ଲାଙ୍କରୁ ଗୁଳି ମାରି ହତ୍ୟା କରିଥିଲେ ୨ ଦୁର୍ବୃତ୍ତ। ଏହା ବ୍ରହ୍ମପୁର ସମେତ ଗଞ୍ଜାମରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। କିନ୍ତୁ କିଏ ଓ କାହିଁକି ହତ୍ୟା କଲା ତାକୁ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ।

Post Views: 43
Share198Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In