• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ଉତ୍ତରପ୍ରଦେଶରୁ ଆସିଲା ଆଳୁ, ଖାଉଟି କିଣିଲେ କିଲୋଗ୍ରାମ ପ୍ରତି ୩୦ ଟଙ୍କାରେ

by Voice of Victims
December 9, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ଉତ୍ତରପ୍ରଦେଶରୁ ଆସିଲା ଆଳୁ, ଖାଉଟି କିଣିଲେ କିଲୋଗ୍ରାମ ପ୍ରତି ୩୦ ଟଙ୍କାରେ

ଭୁବନେଶ୍ୱର (ଭିଓଭି): ରାଜ୍ୟରେ ଖାଉଟି ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ଯୋଗାଇ ଦେବା ନିମନ୍ତେ ସରକାର ନିଷ୍ପତ୍ତି ଗ୍ରହଣ କରିଛନ୍ତି । ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେଉଛନ୍ତି । ଖାଉଟି ମାନଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଖାଉଟି ମାନଙ୍କ ନିମନ୍ତେ ସୁଲଭ ଦରରେ ଆଳୁ ଯୋଗାଣ ନିମନ୍ତେ ନିଷ୍ପତ୍ତି ନେଇଥିବାରୁ ପ୍ରଥମ ପର୍ଯ୍ୟାୟରେ ତିନୋଟି ଗାଡ଼ିରେ ୬୦ ଟନ ଆଳୁ ଉତ୍ତର ପ୍ରଦେଶରୁ ଆସି ବର୍ତ୍ତମାନ ଭୁବନେଶ୍ୱରରେ ପହଁଚିଛି । ଏହାକୁ ଆଜି ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ସମେତ ସହରର ବିଭିନ୍ନ ସ୍ଥାନରେ ସର୍ବସାଧାରଣ ମାନଙ୍କୁ କିଲୋ ଗ୍ରାମ ପିଛା ୩୦ ଟଙ୍କାରେ ବିକ୍ରୟ କରାଯାଇଛି । ଏହି ଆଳୁ ସମସ୍ତ ସରକାରୀ ସୁଲଭ ଖୁଚୁରା କେନ୍ଦ୍ରରେ ସର୍ବ ସାଧାରଣ ମାନଙ୍କୁ ବିକ୍ରୟ କରଯିବ । ଏହାଦ୍ୱାରା ଖାଉଟି ମାନଙ୍କୁ ସୁଲଭ ଦରରେ ଆଳୁ ଉପଲବ୍ଧ କରାଇବା ସହ ରାଜ୍ୟରେ ଆଳୁ ସଙ୍କଟ ଦୂର ହୋଇପାରିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି । ପ୍ରଥମ ପର୍ଯ୍ୟାୟରେ ଏହା ଭୁବନେଶ୍ୱର, କଟକ, ରାଉଲକେଲା,ଜୟପୁର, ବାଲେଶ୍ୱର,ବଲାଙ୍ଗୀର, ସମ୍ବଲପୁର ଓ ବ୍ରହ୍ମପୁରର ବିଭିନ୍ନ ସରକାରୀ ଖୁଚୁରା ଦୋକାନ ମାଧ୍ୟମରେ ଉପଲବ୍ଧ ହେବ ଏବଂ ଖାଉଟି ମାନେ ଏହାକୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ କିଣିପାରିବେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

Post Views: 42
Tags: Potatoes came from Uttar Pradesh
Share199Tweet124Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In