• About Us
  • Contact Us
Friday, February 6, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜି ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥାନୀୟ ବାସିନ୍ଦାଙ୍କୁ ଦେବେ ଉଦବୋଧନ

by Voice of Victims
February 6, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆଜି ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥାନୀୟ ବାସିନ୍ଦାଙ୍କୁ ଦେବେ ଉଦବୋଧନ

ମୟୁରଭଞ୍ଜ: ଆଜି ଶିମିଳିପାଳ ଅଭୟାରଣ୍ୟ ବୁଲିବେ ମହାମହିମ ।  ଗତକାଲି ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମ ସାରି ଶିମିଳିପାଳରେ ରାତ୍ରିଯାପନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।  ଆଜି ରାଷ୍ଟ୍ରପତି ଶିମିଳିପାଳ ବୁଲିବା କାର୍ଯ୍ୟକ୍ରମ ରହିଛି । ଶିମିଳିପାଳ ଗୁଡ଼ଗୁଡ଼ିଆଠାରେ ସ୍ଥାନୀୟ ବାସିନ୍ଦାଙ୍କୁ ଉଦବୋଧନ ଦେବେ । ଏହା ପରେ ରାଷ୍ଟ୍ରପତି ଭୁବନେଶ୍ବର ଫେରିଆସିବେ । ଭୁବନେଶ୍ବରରୁ ସ୍ବତନ୍ତ୍ର ବାୟୁସେନା ବିମାନ ଯୋଗେ ରାଷ୍ଟ୍ରପତି ଛତିଶଗଡ଼ ଅଭିମୁଖେ ଯିବା ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ରହିଛ । ଗତକାଲି ରାଷ୍ଟ୍ରପତି ରାଇରଙ୍ଗପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବା ସହ ତାଙ୍କ ଶ୍ବଶୁର ଘର ଗାଁ ପାହାଡ଼ପୁରକୁ ଯାଇଥିଲେ ।

ସ୍ଥାନୀୟ ବାସିନ୍ଦା ପାରମ୍ପରିକ ଆଦିବାସୀ ନୃତ୍ୟର ତାଳେତାଳେ ରାଷ୍ଟ୍ରପତିଙ୍କୁ ପାଛୋଟି ନେଇଥିଲେ । ଏହା ପରେ ସେ ଏସ୍ ଏଲ୍ ଏସ୍ ସ୍ମାରକୀ ଆବାସିକ ବିଦ୍ୟାଳୟକୁ ଯାଇଥିଲେ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ବିତୀୟ ଦିନର ମୟୁରଭଞ୍ଜ ଗସ୍ତ ଏକପ୍ରକାର ବ୍ୟସ୍ତବହୁଳ ରହିଥିଲା । ଛାତ୍ରଛାତ୍ରୀଙ୍କ ସହିତ ଭାବ ବିନିମୟଠାରୁ ଆରମ୍ଭ କରି ମହିଳା ଓ ସ୍ଥାନୀୟ ବାସିନ୍ଦାଙ୍କୁ ଭେଟିବା, ଜାହିରାପୀଠରେ ଆଶୀର୍ବାଦ ଭିକ୍ଷା, ଶ୍ରୀଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପର୍ଯ୍ୟନ୍ତ ସବୁଠି ଲୋକଙ୍କ ସହିତ ସଂପର୍କ ଯୋଡ଼ିଥିଲେ ରାଷ୍ଟ୍ରପତି ।

Post Views: 10
Share197Tweet123Send
Voice of Victims

Voice of Victims

Recent Posts

  • ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
  • କଟକରେ କୋର୍ଟକୁ ପୁଣି ଆସିଲା ବୋମା ଧମକ, ଧମକପୂର୍ଣ୍ଣ ମେଲ୍‌ ପରେ ପୋଲିସ ଛାନ୍‌ଭିନ୍
  • ଆଜି ଶିମିଳିପାଳ ବୁଲିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ଥାନୀୟ ବାସିନ୍ଦାଙ୍କୁ ଦେବେ ଉଦବୋଧନ
  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In