• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଦେଲେ ରାଷ୍ଟ୍ରପତି

by Voice of Victims
December 6, 2024
in ମୁଖ୍ୟ ଖବର, ରାଜ୍ୟ
ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଦେଲେ ରାଷ୍ଟ୍ରପତି

ଭୁବନେଶ୍ବର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବରରେ ବାବା ସାହେବ ଆମ୍ବେଦକରଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।  ଭୁବନେଶ୍ବର ଏଜି ଛକରେ ଥିବା ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ରାଷ୍ଟ୍ରପତି ମାଲ୍ୟାର୍ପଣ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ୱରର ଏଜି ଛକ ସ୍ଥିତ ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଭୁବନେଶ୍ବରରେ ଡକ୍ଟର ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭୁବନେଶ୍ବର ବିମାନବନ୍ଦରରୁ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରସ୍ଥିତ  ଉପରବେଡ଼ା ଗାଁ ଗସ୍ତରେ ଯାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିଜ ଗାଁରେ ସ୍ବାଗତ କରିବା ପାଇଁ ସେଠାରେ ବ୍ୟାପକ ବ୍ୟବସ୍ଥା କରାଯାଇଛି।

Post Views: 123
Share209Tweet131Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In