• About Us
  • Contact Us
Monday, May 11, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା

by Voice of Victims
February 4, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା

ରାଇରଙ୍ଗପୁର: ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି । ମୟୂରଭଞ୍ଜ ଗସ୍ତରେ ଯାଇ ରାଇରଙ୍ଗପୁର ଠାରେ ପୁର୍ନେଶ୍ବର ମନ୍ଦିରରେ ଝାଡୁ ମାରିଛନ୍ତି ।  ରାଇରଙ୍ଗପୁରରେ ପହଞ୍ଚିବା ପରେ ସେଠାରୁ ମନ୍ଦିର ଯାଇ ବାବା ପୁର୍ନେଶ୍ୱରଙ୍କ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।

ପୂଜାର୍ଚ୍ଚନା ପରେ ମନ୍ଦିର ବେଢା ଝାଡୁ କରିଥିଲେ ।  ପରେ ସେଠାର ଡକୁମେଣ୍ଟରି ଫିଲ୍ମର ସୁଟିଂ କରିବେ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ମନ୍ଦିର ଚତୁଃପାର୍ଶ୍ବରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

Post Views: 39
Share200Tweet125Send
Voice of Victims

Voice of Victims

Recent Posts

  • ଓଡ଼ିଶା ହେବ ଦେଶର ସାଂସ୍କୃତିକ ରାଜଧାନୀ
  • ଜନଗଣନା କାର୍ଯ୍ୟରେ ଦେଶରେ ସବୁଠୁ ଆଗୁଆ ଓଡ଼ିଶା
  • ପଦାରେ ପଡ଼ିଲା AIADMKର ଆଭ୍ୟନ୍ତରୀଣ କନ୍ଦଳ, ପରାଜୟ ପରେ ପଲାନିସ୍ୱାମୀଙ୍କ ଇସ୍ତଫା ଦାବି
  • ଇରାନ ଯୁଦ୍ଧ ମଧ୍ୟରେ ଚୀନ ଗସ୍ତ କରିବେ ଡୋନାଲ୍ଡ ଟ୍ରମ୍ପ
  • ବର୍ଷେ ଯାଏଁ ସୁନା ନ କିଣିବା ପାଇଁ ପରାମର୍ଶ ଦେଲେ ମୋଦୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In