• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୬ରେ ଓଡିଶା ଆସିବେ ରାଷ୍ଟ୍ରପତି

by Voice of Victims
June 26, 2024
in ମୁଖ୍ୟ ଖବର, ରାଜ୍ୟ
୬ରେ ଓଡିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁଲାଇ ୬ରୁ ୯ ତାରିଖ ଓଡ଼ିଶାରେ ରହିଛି ବିଭିନ୍ନ କାର୍ୟ୍ୟକ୍ରମ। ଏହି ସବୁ କାର୍ୟ୍ୟକ୍ରମରେ ସାମିଲ ହେବା ସହ ରଥଯାତ୍ରାରେ ମଧ୍ୟ ସାମିଲ ହେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।  ଗତ ମାର୍ଚ୍ଚରେ ରାଷ୍ଟ୍ରପତି ବ୍ରହ୍ମପୁର ଗସ୍ତ କରିଥିଲେ। ବ୍ରହ୍ମପୁର ବିଶ୍ଵବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ୩୫ ଛାତ୍ରଛାତ୍ରୀଙ୍କୁ ଗୋଲ୍ଡ ମେଡାଲ ପ୍ରଦାନ ସହ ୪୩ ଛାତ୍ରଛାତ୍ରୀଙ୍କୁ ଡିଲିଟ୍ ଉପାଧି ପ୍ରଦାନ କରିଥିଲେ ରାଷ୍ଟ୍ରପତି। ସମାବର୍ତ୍ତନ ଉତ୍ସବରେ ଉପସ୍ଥିତ ଛାତ୍ରଛ।ତ୍ରୀଙ୍କ ଉଦ୍ଦେଶ୍ୟରେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିଥିଲେ ରାଷ୍ଟ୍ରପତି। ସେଠାରୁ କଟକ ଯାଇ ବ୍ରହ୍ମାକୁମାରୀ ଇଶ୍ଵରୀୟ ବିଶ୍ଵବିଦ୍ୟାଳୟର ସ୍ଵର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଥିଲେ। ଜାଣନ୍ତୁ ରାଷ୍ଟ୍ରପତି ପୂରା ଗସ୍ତ କାର୍ଯ୍ୟସୂଚୀ: ୬ ତାରିଖ ସନ୍ଧ୍ୟାରେ ଆସି ୯ ତାରିଖ ପର୍ଯ୍ୟନ୍ତ ରହିବେ, ୬ ତାରିଖ ସନ୍ଧ୍ୟାରେ ଉକ୍ରଳମଣିଙ୍କ ୯୭ତମ ଶ୍ରାଦ୍ଧବାର୍ଷିକୀ ଯୋଗଦେବେ, ୭ ତାରିଖରେ ପୁରୀ ରଥଯାତ୍ରାରେ ଅଂଶଗ୍ରହଣ କରିବେ।

Post Views: 36
Share200Tweet125Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In