• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମିଳିଲା ରୁଷର ସର୍ବୋଚ୍ଚ ନାଗରିକ ସମ୍ମାନ

by Voice of Victims
July 9, 2024
in ଦେଶ ବିଦେଶ, ମୁଖ୍ୟ ଖବର
ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ମିଳିଲା ରୁଷର ସର୍ବୋଚ୍ଚ ନାଗରିକ ସମ୍ମାନ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଦିନ ରୁଷର ମସ୍କୋରେ ପହଞ୍ଚିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗାର୍ଡ ଅଫ୍ ଅନର ସମ୍ମାନ ପ୍ରଦାନ କରାଯାଇଥିଲା। ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ସ୍ୱାଗତ କରିବା ପାଇଁ ରୁଷ ଫେଡେରେଶନର ପ୍ରଥମ ଉପ-ପ୍ରଧାନମନ୍ତ୍ରୀ ଡେନିସ୍ ମଣ୍ଟୁରୋଭ ବିମାନ ବନ୍ଦରରେ ପହଞ୍ଚିଥିଲେ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଆନୁଷ୍ଠାନିକ ଭାବେ ସ୍ୱାଗତ କରିଥିଲେ। ଏହି ସମୟ ମଧ୍ୟରେ ଅନ୍ୟାନ୍ୟ ନେତା ଓ ବରିଷ୍ଠ ସୈନିକମାନେ ଉପସ୍ଥିତ ଥିଲେ। ୟୁକ୍ରେନରେ ଚାଲିଥିବା ବିବାଦ ମଧ୍ୟରେ ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁତିନଙ୍କ ସହ ଶିଖର ସମ୍ମିଳନୀକୁ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର କହିଛନ୍ତି ଯେ, ଭାରତ ଏକ ଶାନ୍ତିପୂର୍ଣ୍ଣ ତଥା ସ୍ଥିର ଅଞ୍ଚଳ ପାଇଁ ସହଯୋଗୀ ଭୂମିକା ଗ୍ରହଣ କରିବାକୁ ଚାହୁଁଛି। ତେବେ ଏହି ଅବସରରେ ରୁଷ ରାଷ୍ଟ୍ରପତି ପୁଟିନଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ପ୍ରଦାନ କରାଯାଇଛି। ପୁଟିନ ପିଏମ ମୋଦୀଙ୍କୁ ‘ଅର୍ଡର ଅଫ ସେଣ୍ଟ ଆଣ୍ଡ୍ରୁ ଦି ଏପୋଷ୍ଟଲ’ ପ୍ରଦାନ କରିଛନ୍ତି, ଯାହାକି ରୁଷଷର ସର୍ବୋଚ୍ଚ ନାଗରିକ ସମ୍ମାନ। ଏହି ସମ୍ମାନ ପାଇବା ପରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ଏହା ଭାରତର ୧୪୦ କୋଟି ଲୋକଙ୍କ ପାଇଁ ସମ୍ମାନ।

Post Views: 27
Share198Tweet124Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In