• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପୁନେର ଏସ୍‌ପି କଲେଜରେ ସବୁଠୁ ବଡ଼ ଶିକ୍ଷାଗତ ଗତିବିଧିରେ ଗିନିଜ୍ ୱାର୍ଲ୍ଡ ରେକର୍ଡକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

by Voice of Victims
December 15, 2023
in ଦେଶ ବିଦେଶ, ମୁଖ୍ୟ ଖବର
ପୁନେର ଏସ୍‌ପି କଲେଜରେ ସବୁଠୁ ବଡ଼ ଶିକ୍ଷାଗତ ଗତିବିଧିରେ ଗିନିଜ୍ ୱାର୍ଲ୍ଡ ରେକର୍ଡକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

ନୂଆଦିଲ୍ଲୀ: ୨୦୨୩ ଡିସେମ୍ବର ୧୪ରେ ପୁନେର ଏସ୍‌ପି କଲେଜରେ ସବୁଠୁ ବଡ଼ ଶିକ୍ଷାଗତ ଗତିବିଧିରେ ଗିନିଜ୍ ୱାର୍ଲ୍ଡ ରେକର୍ଡକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି। ଏଠାରେ ୩,୦୬୬ ପିତାମାତା କାହାଣୀ ଶୁଣାଇବା ମାଧ୍ୟମରେ ସମାଜରେ ପଢ଼ିବା ସଂସ୍କୃତିକୁ ପ୍ରୋତ୍ସାହିତ କରିବା ପାଇଁ ନିଜ ପିଲାମାନଙ୍କୁ ପଢ଼ାଇଥିଲେ। ନ୍ୟାସନାଲ ବୁକ୍ ଟ୍ରଷ୍ଟର ଏକ ଏକ୍ସ ପୋଷ୍ଟ ସେୟାର କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ପଢ଼ିବାର ଖୁସିକୁ ପ୍ରସାର କରିବା ଦିଗରେ ପ୍ରଶଂସନୀୟ ପଦକ୍ଷେପ। ଏଥିରେ ସାମିଲ ହୋଇଥିବା ଲୋକଙ୍କୁ ପ୍ରଶଂସା।’

Post Views: 155
Tags: Prime Minister's Appreciation for Guinness World Record in Largest Educational Movement at SP College
Share197Tweet123Send
Voice of Victims

Voice of Victims

Recent Posts

  • ସିଭିଲ୍ ସର୍ଭିସେସ୍ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ବଦଳିଲା UPSC ନିୟମ
  • ରାଜସ୍ଥାନରେ ହନିମୁନ୍ ମର୍ଡର ୨.୦, ସ୍ବାମୀକୁ ମାରିବାକୁ ପତ୍ନୀ ରଚିଥିଲା ଭୟଙ୍କର ଷଡ଼ଯନ୍ତ୍ର
  • ୭ଟି ଜିଲ୍ଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର, ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ
  • ବଡ଼ ଦୁର୍ଘଟଣାରୁ ଟଳିଲା, ଚେନ୍ନାଇ ସେଣ୍ଟ୍ରାଲ ଏକ୍ସପ୍ରେସ୍ ଲାଇନଚ୍ୟୁତ
  • ଆଜିଠୁ ନକ୍ସଲମୁକ୍ତ ହେଲା କୋରାପୁଟ ଜିଲ୍ଲା, ଦକ୍ଷିଣପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଳ ସିଂହଙ୍କ ସୂଚନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In