• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଚିଟଫଣ୍ଡ କ୍ଷତିଗ୍ରସ୍ତ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ ପ୍ରକ୍ରିୟା ଆରମ୍ଭ

by Voice of Victims
July 2, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ
ସରକାରୀ କର୍ମଚାରୀଙ୍କ ପାଇଁ କଡ଼ାକଡ଼ି ହେଲା ବାୟୋମେଟ୍ରିକ ଉପସ୍ଥାନ, ରେକର୍ଡ ହେବ ଇନ-ଆଉଟ ସମୟ

ଭୁବନେଶ୍ୱର: ନୂଆ ସରକାର ଆସିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଚିଟଫଣ୍ଡ ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ସରଳୀକୃତ ଏବଂ ଜିଲ୍ଲା ସ୍ତରକୁ ବିକେନ୍ଦ୍ରୀକରଣ କରାଯାଇଛି।

ଏତଦ୍‌ଦ୍ୱାରା ଟଙ୍କା ଫେରସ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରାଯାଇ ଗତ ଏକ ବର୍ଷ ମଧ୍ୟରେ ରାଜ୍ୟ ସରକାର ୧,୨୬,୧୩୭ ଜଣ କ୍ଷୁଦ୍ର ଜମାକାରୀଙ୍କୁ ୪୭.୦୭ କୋଟି ଟଙ୍କା ଫେରସ୍ତ କରିସାରିଛନ୍ତି। ଆସନ୍ତା ୩-୪ ମାସ ମଧ୍ୟରେ, ଆଉ ୫ ଲକ୍ଷ କ୍ଷୁଦ୍ର ଜମାକାରୀଙ୍କୁ ଅର୍ଥ ଫେରସ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।

ଏଠାରେ ସୂଚାଇ ଦିଆଯାଇ ପାରେ ଯେ, ୨୦୧୪ରୁ ୨୦୨୪ ମସିହା, ଦୀର୍ଘ ୧୦ ବର୍ଷ, ମଧ୍ୟରେ କେବଳ ୨,୭୯,୧୦୯ ଜଣ କ୍ଷୁଦ୍ର ଜମାକାରୀଙ୍କୁ ମାତ୍ର ୧୧୯ କୋଟି ଟଙ୍କା ଫେରସ୍ତ କରାଯାଇଥିଲା।

Post Views: 143
Share199Tweet124Send
Voice of Victims

Voice of Victims

Recent Posts

  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା
  • ଡ. ଜିତେନ୍ଦ୍ର ସିଂହଙ୍କୁ ସାକ୍ଷାତ କଲେ ଓଡ଼ିଶାର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
  • ଆଜି ରାଜ୍ୟ କ୍ୟାବିନେଟ୍‌: ୯ରୁ ଊର୍ଦ୍ଧ୍ୱ ପ୍ରସ୍ତାବ ଉପରେ ବାଜିପାରେ ମୋହର !
  • ସୋଆରେ ବିକଶିତ ଭାରତ ୟୁବା କନେକ୍ଟ ପ୍ରୋଗ୍ରାମ୍ ଆୟୋଜିତ
  • ସମ୍ ନର୍ସିଂ କଲେଜ ପକ୍ଷରୁ ଆନ୍ତର୍ଜାତୀୟ ସ୍ତନ୍ୟପାନ ସପ୍ତାହ ପାଳିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In