• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଯୁବତୀଙ୍କୁ ଗଣଦୁଷ୍କର୍ମ

by Voice of Victims
September 19, 2024
in ମୁଖ୍ୟ ଖବର, ରାଜ୍ୟ
ଯୁବତୀଙ୍କୁ ଗଣଦୁଷ୍କର୍ମ

ଭୁବନେଶ୍ବର: ରାଜଗାଙ୍ଗପୁରରେ ଲଜ୍ଜା। କୁତ୍ରା ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। କରମା ପୂଜା ଦେଖିବାକୁ ଆସିଥିବା ବେଳେ ଗଣଦୁଷ୍କର୍ମ ହୋଇଥିବା ନେଇ ଅଭିଯୋଗ ହୋଇଛି। ଏନେଇ କୁତ୍ରା ଥାନାରେ ଏତଲା ଦିଆଯାଇଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିବା ଏସଡିପିଓ ଅଭିଷେକ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ଘଟଣାଟି ୧୬ ତାରିଖ ରାତିରେ ଘଟିଥିବା ବେଳେ ସମସ୍ତ ୩ଜଣ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖାଯାଇଛି। ଅଭିଯୁକ୍ତଙ୍କ ମଧ୍ୟରୁ ୨ଜଣ ନାବାଳିକା ଥିବା ଏସଡିପିଓ କହିଛନ୍ତି।

Post Views: 26
Share200Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In