• About Us
  • Contact Us
Thursday, March 26, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ଦିଲ୍ଲୀରେ ବାଂଲାଦେଶ ହାଇକମିଶନ ଆଗରେ ବିରୋଧ, ପୋଲିସ ମୁତୟନ

by Voice of Victims
December 23, 2025
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
ଦିଲ୍ଲୀରେ ବାଂଲାଦେଶ ହାଇକମିଶନ ଆଗରେ ବିରୋଧ, ପୋଲିସ ମୁତୟନ

ନୂଆଦିଲ୍ଲୀ : ବାଂଲାଦେଶରେ ଜଣେ ହିନ୍ଦୁଙ୍କୁ ହତ୍ୟାର ପ୍ରତିବାଦ ତେଜୁଛି । ଦୀପୁ ଚନ୍ଦ୍ର ଦାସଙ୍କ ହତ୍ୟାର ତୀବ୍ର ପ୍ରତିବାଦ । ଦେଶର ବିଭିନ୍ନ ସ୍ଥାନରେ ପ୍ରତିବାଦ ହେଉଛି । ଦିଲ୍ଲୀ, କୋଲକାତା, ହାଇଦ୍ରାବାଦରେ ପ୍ରତିବାଦ ହେଉଛି । ଦିଲ୍ଲୀରେ ବାଂଲାଦେଶ ହାଇକମିଶନ ଆଗରେ ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ ତୀବ୍ର ପ୍ରତିବାଦ କରାଯାଇଛି ।

ବହୁ ସଂଖ୍ୟାରେ ବିଶ୍ବହିନ୍ଦୁ ପରିଷଦ କର୍ମୀ ଏକତ୍ରିତ ହୋଇ ପ୍ରତିବାଦ କରୁଛନ୍ତି । ବାରିକେଡ୍ ଭାଙ୍ଗିବାକୁ ଉଦ୍ୟମ କରିଛନ୍ତି । ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି । ସର୍ବଭାରତୀୟ ହିନ୍ଦୀ ବଙ୍ଗାଳି ସଂଗଠନ, ବଜରଙ୍ଗ ଦଳ ମଧ୍ୟ ପ୍ରତିବାଦରେ ସାମଲ ହୋଇଛି । ବାଂଲାଦେଶରେ ଦୀପୁ ଚନ୍ଦ୍ର ଦାସଙ୍କୁ ହତ୍ୟା କରିବା ପରେ ତାଙ୍କୁ ଜାଳି ଦିଆଯାଇଥିଲା । ଭାରତରେ ଏହାର ପ୍ରତିବାଦ ତେଜୁଛି ।

ପୀଡିତ ପରିବାରକୁ ନ୍ୟାୟ ଦାବି କରି ବିଶ୍ୱ ହିନ୍ଦୁ ପରିଷଦର କର୍ମୀମାନେ ଆଜି ସକାଳ ୧୧ଟାରୁ ବାଂଲାଦେଶ ହାଇକମିସନ ବାହାରେ ଏକାଠି ହୋଇଛନ୍ତି । ଏହି ଘଟଣାକୁ ନେଇ ବୈଦେଶିକ ମନ୍ତ୍ରଣାଳୟ ଢାକାରେ ଅବସ୍ଥିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ସମନ କରିଛନ୍ତି । ବାଂଲାଦେଶୀ କମିଶନର ସୁରକ୍ଷା ନେଇ ଜାରି ସମନ୍ ଜାରି କରିଛି ।

Post Views: 28
Share197Tweet123Send
Voice of Victims

Voice of Victims

Recent Posts

  • ଭାରତୀୟ ରେଳର ବଡ଼ ଉପହାର: ଆଜୀବନ ମାଗଣା ଟ୍ରେନ ଯାତ୍ରା କରିବେ ବୀରତ୍ଵ ପଦକ ବିଜେତା
  • ବଢ଼ିବନି ବିଧାୟକଙ୍କ ଦରମା, ପ୍ରତ୍ୟାହାର ହେଲା ଦରମା ବୃଦ୍ଧି ବିଲ
  • ଓଡ଼ିଶା କ୍ରିକେଟ ପ୍ରେମୀଙ୍କ ପାଇଁ ଖୁସୀ ଖବର, ଡିସେମ୍ବର ୨୪ରେ ଶ୍ରୀଲଙ୍କା ସହ କଟକରେ ଖେଳିବ ଭାରତ
  • ଭୁବନେଶ୍ୱର-କଟକରେ ପ୍ରବଳ ଝଡ଼ବର୍ଷା, ବଜ୍ରପାତ ସହ କୁଆପଥର ବୃଷ୍ଟି
  • ରାମନବମୀ ପାଇଁ ଦୁଇ ଦିନ ବନ୍ଦ ରହିବ ସରକାରୀ କାର୍ଯ୍ୟାଳୟ, ଛୁଟି ଘୋଷଣା କଲେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In