• About Us
  • Contact Us
Wednesday, April 1, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆନ୍ଦୋଳନରୁ ନିବୃତ୍ତ ରହିବାକୁ ଶିକ୍ଷକଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ପରାମର୍ଶ, ସମସ୍ତ କଥା ଜାଣିବା ବୁଝିବାକୁ ସମୟ ଆବଶ୍ୟକ

by Voice of Victims
September 6, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଆନ୍ଦୋଳନରୁ ନିବୃତ୍ତ ରହିବାକୁ ଶିକ୍ଷକଙ୍କୁ ଗଣଶିକ୍ଷା ମନ୍ତ୍ରୀଙ୍କ ପରାମର୍ଶ, ସମସ୍ତ କଥା ଜାଣିବା ବୁଝିବାକୁ ସମୟ ଆବଶ୍ୟକ

ଭୁବନେଶ୍ଵର : ଆନ୍ଦୋଳନରୁ ନିବୃତ୍ତ ରୁହନ୍ତୁ । ଶିକ୍ଷକଙ୍କୁ ଏଭଳି ପରାମର୍ଶ ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ସରକାର, ଶିକ୍ଷକଙ୍କ ସମସ୍ୟା ପ୍ରତି ଅବଗତ ଓ ସଚେତନ ଅଛନ୍ତି । ଆନ୍ଦୋଳନରୁ ନିବୃତ୍ତ ରହିବାକୁ ପରାମର୍ଶ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ । ସବୁ ସମୟରେ ଶିକ୍ଷକ ମାନେ ରାଜରାସ୍ତାକୁ ଆସିବା ଠିକ ନୁହେଁ। ଏଭଳି କଲେ ଛାତ୍ରଛାତ୍ରୀଙ୍କ ପାଠ ପଢା ବ୍ୟାଘାତ ହେବ । ଆମ ସରକାର ମାତ୍ର ୧୪ ମାସର ସରକାର । ଏତେ କମ ସମୟ ମଧ୍ୟରେ ସମସ୍ତ କଥା ଜାଣିବା ବୁଝିବାକୁ ସମୟ ଆବଶ୍ୟକ। ଶିକ୍ଷକ ମାନଙ୍କର ଏହି ସମସ୍ୟା ହେଉଛି ଦୀର୍ଘ ଦିନର ।

ସରକାର ପରିବର୍ତ୍ତନ ପରେ ୯ହଜାରରୁ ଅଧିକ ଶିକ୍ଷକଙ୍କୁ ରେଗୁଲାର କରାଯାଇଛି । ବହୁ ଶିକ୍ଷକଙ୍କ କୋର୍ଟ କଚେରୀରେ ସମସ୍ୟା ପଡିରହିଛି । ମାନ୍ୟବର ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଥିବାରୁ ସରକାର ଚାହିଁଲେ ବି କିଛି କରିପାରୁନାହାନ୍ତି । ମୋହନ ସରକାର ଶିକ୍ଷକଙ୍କ ସମସ୍ୟା ପ୍ରତି ଅବଗତ ଓ ସଚେତନ ଅଛନ୍ତି । ଶିକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ଆସୁଛି । ଆଗାମୀ ଦିନରେ ଠିକା ବ୍ୟବସ୍ଥାକୁ ଉଛେଦ କରାଯାଇ ରେଗୁଲାର ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି ।

Post Views: 41
Share199Tweet125Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In