• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ନୂଆବର୍ଷ ପାଇଁ ପୁରୀରେ ପର୍ଯ୍ୟଟଙ୍କ ଭିଡ଼, ଶୃଙ୍ଖଳିତ ଦର୍ଶନ ଲାଗି ସ୍ୱତନ୍ତ୍ର ବ୍ୟାରିକେଟ୍ ବ୍ୟବସ୍ଥା

by Voice of Victims
December 28, 2025
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ନୂଆବର୍ଷ ପାଇଁ ପୁରୀରେ ପର୍ଯ୍ୟଟଙ୍କ ଭିଡ଼, ଶୃଙ୍ଖଳିତ ଦର୍ଶନ ଲାଗି ସ୍ୱତନ୍ତ୍ର ବ୍ୟାରିକେଟ୍ ବ୍ୟବସ୍ଥା

ପୁରୀ: ନୂଆବର୍ଷ ପାଇଁ ପୁରୀରେ ପର୍ଯ୍ୟଟଙ୍କ ଭିଡ଼ ।  ନୂଆବର୍ଷରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନେକ ଭକ୍ତ ଭିଡ଼ ଜମାଇଛନ୍ତି ।  ପ୍ରାୟ ୪ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।  ୧୦ ଜଣ ଅତିରିକ୍ତ SP, ୩୩ ଜଣ DSP ଏବଂ ୩ ଶହରୁ ଅଧିକ ପୋଲିସ ଅଧିକାରୀଙ୍କ ଏକ ସ୍ୱତନ୍ତ୍ର କମାଣ୍ଡ ଗଠନ ହୋଇଛି ।

୬୦ ପ୍ଲାଟୁନ୍ ପୋଲିସ କର୍ମଚାରୀଙ୍କୁ ନେଇ ଏକ ଶକ୍ତିଶାଳୀ ବାହିନୀକୁ ନିୟୋଜିତ କରାଯାଇଛି ।  ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ଲାଗି ସ୍ୱତନ୍ତ୍ର ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି  ।  ଶ୍ରୀମନ୍ଦିର ଭିତରେ ଓ ବାହାରେ ଭିଡ଼ ନିୟନ୍ତ୍ରଣ ଲାଗି ପୁରୀ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ସୁରକ୍ଷା ବାହିନୀ ନିୟୋଜିତ କରାଯାଇଛି ।

Post Views: 22
Share198Tweet124Send
Voice of Victims

Voice of Victims

Recent Posts

  • SIR କୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି, ପଶ୍ଚିମବଙ୍ଗ ସହିତ ଅନ୍ୟାୟ ହେଉଛି ବୋଲି କହିଲେ ମମତା ବାନାର୍ଜୀ
  • ଆଉ ଲୋକଙ୍କୁ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି ହ୍ବାଟସଆପରେ ମିଳିବ ରାଜସ୍ବ ସେବା
  • ମନ୍ଦିର ବେଢାରେ ଝାଡ଼ୁ ମାରିଲେ ରାଷ୍ଟ୍ରପତି, କଡାକଡି କରାଯାଇଛି ସୁରକ୍ଷା ବ୍ୟବସ୍ଥା
  • ପରସ୍ପର ସହିତ ଧକ୍କା ହେଲା ୨ ବିମାନର ଡେଣା, ମୁମ୍ବାଇ ବିମାନବନ୍ଦରରେ ଅବତରଣ କଲା ଇଣ୍ଡିଗୋ ବିମାନ
  • ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ, ଚାରି ଜିଲ୍ଲାରେ ଚାରି ନେତାଙ୍କୁ ନୂଆ ଦାୟିତ୍ବ ଦେଲେ ବିଜେଡି ସୁପ୍ରିମୋ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In