• About Us
  • Contact Us
Friday, May 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ପ୍ର. ଦୀପକ ସାହୁ ଭିଏସ୍‌ୟୁଟି କୁଳପତି ନିଯୁକ୍ତ

by Voice of Victims
February 8, 2025
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ପ୍ର. ଦୀପକ ସାହୁ ଭିଏସ୍‌ୟୁଟି କୁଳପତି ନିଯୁକ୍ତ

ଭୁବନେଶ୍ୱର: ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ବୀର ସୁରେନ୍ଦ୍ର ସାଏ ୟୁନିଭରସିଟି ଅଫ୍ ଟେକ୍ନୋଲୋଜି(ଭିଏସ୍‌ୟୁଟି), ବୁର୍ଲାର କୁଳପତି ଭାବେ ପ୍ରଫେସର ଦୀପକ କୁମାର ସାହୁଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି। ୫୯ ବର୍ଷୀୟ ପ୍ରଫେସର ସାହୁ ବର୍ତ୍ତମାନ କୋଚିନ୍ ୟୁନିଭରସିଟି ଅଫ୍ ସାଇନ୍ସ ଆଣ୍ଡ୍ ଟେକ୍ନୋଲୋଜିର ସ୍କୁଲ୍ ଅଫ୍ ଇଞ୍ଜିନିୟରିଂରେ କାର୍ଯ୍ୟରତ। ଓୟୁଟିଆର୍‌ରେ ବିଏସ୍‌ସି ଇଞ୍ଜିନିୟରିଂ (ସିଭିଲ୍‌) ପରେ ପ୍ରଫେସର ସାହୁ ଏମ୍‌.ଟେକ୍ କରିଥିଲେ ଏବଂ ଆଇଆଇଟି ରୁର୍‌କିରୁ ପିଏଚ୍‌ଡି ହାସଲ୍ କରିଥିଲେ। ପ୍ରଫେସର ସାହୁ ଏଲ୍‌ଏଲ୍‌ବି କରିଛନ୍ତି। ପ୍ରଫେସର ସାହୁଙ୍କର ଶିକ୍ଷାଦାନ କ୍ଷେତ୍ରରେ ୨୪ବର୍ଷର ଅଭିଜ୍ଞତା ଥିବାବେଳେ ପ୍ରଫେସର ଭାବେ ୧୪ବର୍ଷର ଅଭିଜ୍ଞତା ରହିଛି। ଅଧ୍ୟକ୍ଷ, ବିଭାଗୀୟ ମୁଖ୍ୟ, ବୋର୍ଡ ଅଫ୍ ଷ୍ଟଡିଜ୍‌ର ଅଧ୍ୟକ୍ଷ, ଡିନ୍ ଅଫ ଫାକଲ୍ଟି, ଏକାଡେମିକ କାଉନ୍‌ସିଲ୍‌ର ସଦସ୍ୟ ଏବଂ ସିନେଟ୍‌ର ସଦସ୍ୟ ଭାବରେ ପ୍ରଫେସର ସାହୁଙ୍କର ପ୍ରଶାସନିକ ଅଭିଜ୍ଞତା ରହିଛି। ପାଠ୍ୟଗତ ସଫଳତା ମଧ୍ୟରେ ଗୋଟିଏ ପୁସ୍ତକରେ ପ୍ରକାଶନ, ଗୋଟିଏ ପୁସ୍ତକର ସଂପାଦନା ମୁଖ୍ୟ ଏବଂ ଛଅଟି ସନ୍ଦର୍ଭର ସମୀକ୍ଷା କରିଛନ୍ତି ଏବଂ ୩୫ଟି ଜର୍ଣ୍ଣାଲ୍ ଓ ପୁସ୍ତକରେ ସନ୍ଦର୍ଭ ପ୍ରକାଶନ ପାଇଁ ପ୍ରଫେସର ସାହୁଙ୍କର ଅବଦାନ ରହିଛି। ଏତଦ୍‌ବ୍ୟତୀତ ପ୍ରଫେସର ସାହୁଙ୍କ ଅଧିନରେ ୬ଜଣ ଗବେଷକ ସଫଳତାର ସହ ପିଏଚ୍‌ଡି. ଡ଼ିଗ୍ରୀ ହାସଲ କରିଛନ୍ତି।

Post Views: 59
Share198Tweet124Send
Voice of Victims

Voice of Victims

Recent Posts

  • ବେଙ୍ଗଲରେ ପରାଜୟ ପରେ ମମତାଙ୍କୁ ଭେଟିଲେ ଅଖିଳେଶ, ବଢାଇଲେ ମନୋବଳ
  • ବିଜେପି ସରକାର ଓଡ଼ିଶା ପାଇଁ ବଡ଼ ବୋଝ କହିଲେ ନବୀନ
  • ଶେଷ ହେଲା ତାମିଲନାଡୁ ସସ୍ପେନ୍ସ!: ‘ବିଜୟ’ ସରକାର ପାଇଁ ସବୁଜ ସଙ୍କେତ ଦେଲେ ରାଜ୍ୟପାଳ
  • ନାବାଳକଙ୍କୁ ଥାନାରେ ଅଟକ ମାମଲାରେ ଭଦ୍ରକ ଏସ୍‌ପିଙ୍କୁ ହାଜର ନିର୍ଦେଶ ଦେଲେ ହାଇ କୋର୍ଟ
  • ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In