• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

କେନ୍ଦ୍ର ମନ୍ତ୍ରୀ ପଦରୁ ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

by Voice of Victims
July 25, 2026
in ଦେଶ ବିଦେଶ, ମୁଖ୍ୟ ଖବର, ସମସ୍ୟା
କେନ୍ଦ୍ର ମନ୍ତ୍ରୀ ପଦରୁ ରବନୀତ ସିଂ ବିଟ୍ଟୁଙ୍କ ଇସ୍ତଫା

ନୂଆଦିଲ୍ଲୀ: କେନ୍ଦ୍ର ରେଳ ଏବଂ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ ଶୁକ୍ରବାର କେନ୍ଦ୍ର ମନ୍ତ୍ରୀ ପରିଷଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ  ରାଷ୍ଟ୍ରମନ୍ତ୍ରୀ ବିଟ୍ଟୁଙ୍କ ଇସ୍ତଫାପତ୍ରକୁ ଇସ୍ତଫା ଗ୍ରହଣ କରିଛନ୍ତି ରାଷ୍ଟ୍ରପତି। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ଏକ ସରକାରୀ ବିବୃତ୍ତି ଜାରି କରାଯାଇଛି।

ବିବୃତ୍ତି ଅନୁଯାୟୀ,ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶ କ୍ରମେ ରାଷ୍ଟ୍ରପତି ସମ୍ବିଧାନର ଧାରା ୭୫(୨) ଅନୁସାରେ ବିଟ୍ଟୁଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ବର୍ତ୍ତମାନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  ବିଦେଶ ଗସ୍ତରେ ରହିଛନ୍ତି।ବିଟ୍ଟୁ ୨୦୨୪ ମସିହାରୁ କେନ୍ଦ୍ର ମନ୍ତ୍ରୀ ପରିଷଦର ସଦସ୍ୟ ଭାବେ କାର୍ଯ୍ୟ କରୁଥିଲେ। ସେ ରେଳ ମନ୍ତ୍ରାଳୟ ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ବିଭାଗର ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱରେ ଥିଲେ।

ଆଗାମୀ ପଞ୍ଜାବ ବିଧାନସଭା ନିର୍ବାଚନ ଉପରେ ଧ୍ୟାନ ଦେବା ପାଇଁ ବିଟ୍ଟୁ ଏହି ପଦକ୍ଷେପ ନେଇଥିବା କୁହାଯାଉଛି। ତାଙ୍କ ରାଜ୍ୟସଭା କାର୍ଯ୍ୟକାଳ ମଧ୍ୟ ଜୁନ୍ ମାସରେ ଶେଷ ହୋଇଥିଲା।ପଞ୍ଜାବ ରାଜନୀତିରେ ସକ୍ରିୟ ବିଟ୍ଟୁ ପୂର୍ବରୁ ଲୋକସଭା ସାଂସଦ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ତାଙ୍କ ଇସ୍ତଫା ପରେ କେନ୍ଦ୍ର ମନ୍ତ୍ରୀ ପରିଷଦରେ ଆଗାମୀ ପରିବର୍ତ୍ତନ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଛି।

Post Views: 21
Share198Tweet124Send
Voice of Victims

Voice of Victims

Recent Posts

  • ସ୍ମୃତି, ସମ୍ମାନ ଓ ସ୍ୱାଗତର ମିଳନ: ରାଜସୁନାଖଳା ଡାଏଟରେ ଆୟୋଜିତ ସମ୍ବର୍ଦ୍ଧନା ସଭା
  • ରଣପୁରରେ ୮୦ତମ ସ୍ୱାଧୀନତା ଦିବସ ପାଇଁ ବ୍ଲକ ସ୍ତରୀୟ ପ୍ରତିଯୋଗିତା ଅନୁଷ୍ଠିତ
  • ପୁରୀ ମୁନିସିପାଲିଟି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ସତର୍କତା: ଗୋଟିଏ ଦିନ ପାଇଁ କଡା ନିର୍ଦ୍ଦେଶ ଜାରି କଲେ ସମନ୍ଵିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରିଣୀ
  • ମହିଳାଙ୍କୁ ମିଳିବ ସୁନା କଏନ, ପିଲାଙ୍କୁ ମିଳିବ ୫ ଲକ୍ଷର AI ସ୍କିଲ୍ ଟ୍ରେନିଂ
  • ରେଭେନ୍ସା ବିଶ୍ୱବିଦ୍ୟାଳୟର ଅଧ୍ୟାପକଙ୍କ ବିରୁଦ୍ଧରେ ବାଚସ୍ପତିଙ୍କୁ ଚିଠି ଲେଖିଲେ କଟକ ବିଧାୟକ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In