• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

by Voice of Victims
July 11, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ ।  ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି । ତାଙ୍କ ସହ ଏଆଇସିସି ମଲ୍ଲିକାର୍ଜୁନ ଖଡ଼ଗେ ମଧ୍ୟ ଆସିଛନ୍ତି । ୨୪ ନିର୍ବାଚନ ପରେ ରାହୁଲଙ୍କ ଏହା ପ୍ରଥମ ଓଡ଼ିଶା ଗସ୍ତ ।  ରାଜଧାନୀର ବିଭିନ୍ନ ସ୍ଥାନରେ ଲାଗିଛି ରାହୁଲଙ୍କ ପୋଷ୍ଟର, ହୋଡିଂ ଓ ବ୍ୟାନର ।  ବିମାନବନ୍ଦର ଛକରୁ ଜୟଦେବବିହାର ଛକ ଯାଏଁ ରାହୁଲ ରୋଡ୍ ସୋ’ । ଏହାପରେ ବରମୁଣ୍ଡା ପଡ଼ିଆରେ ଆୟୋଜିତ ସମ୍ବିଧାନ ବଞ୍ଚାଅ ସମାବେଶରେ ଯୋଗଦେବେ ।

ଦେଶ ଓ ରାଜ୍ୟ ରାଜନୀତି ଉପରେ କଣ କହିବେ ତା ଉପରେ ନଜର ରହିବ ।  ସଭା ସରିବା ପରେ ଚାଷୀଙ୍କ ଦୁଇ ପ୍ରତିନିଧି ଦଳକୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ଣ ୩ଟାରେ କଂଗ୍ରେସ ଭବନରେ ବସିବ ବଡ଼ ବୈଠକ । ରାଜନୈତିକ ବ୍ୟାପାର କମିଟି ପରେ ବିଧାୟକ ଓ ପିସିସି କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବେ ରାହୁଲ । ଦଳୀୟ ନେତା ଓ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ । ରାହୁଲଙ୍କ ଗସ୍ତ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି ।

Post Views: 127
Share199Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In