• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟରେ ଆଉ ୪ ଦିନ ବର୍ଷିବ, ୧୩ରେ ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି 

by Voice of Victims
July 12, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
୬ ଓ ୭ ତାରିଖରେ ପ୍ରବଳ ବର୍ଷା!

ଭୁବନେଶ୍ୱର :  ରାଜ୍ୟରେ ଆଉ ୪ ଦିନ ବର୍ଷା ।  କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବା ବେଳେ କିଛି କିଛି ସ୍ଥାନରେ ହାଲୁକା ବର୍ଷା ହେବ ।  ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗରରୁ ଦକ୍ଷିଣ ପୂର୍ବ ଆଡକୁ ଟ୍ରପ ଲାଇନ ସକ୍ରିୟ ରହିଛି  । ଏହାର ପ୍ରଭାବରେ ରାଜ୍ୟରେ ୪ ଦିନ ଯାଏ ବର୍ଷାର ସମ୍ଭାବନା ରହିଛି ।

ପ୍ରଭାବରେ ଗତକାଲି ବିଭିନ୍ନ ଜିଲ୍ଲା ଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିଲା । ଆଜିଠାରୁ କମିବ ବର୍ଷାର ପରିମାଣ ଓ ବିସ୍ତୃତି । ୧୩ ତାରିଖରେ ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ୟେଲୋ ଆଲର୍ଟ ଜାରି ହୋଇଛି । ଅନ୍ୟ ଜିଲ୍ଲାମାନଙ୍କରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷାର ସମ୍ଭାବନା ରହିଛି ।

Post Views: 166
Share201Tweet126Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In