• About Us
  • Contact Us
Sunday, September 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଆଜିବି ବର୍ଷିବ, ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ

by Voice of Victims
May 7, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ସାରା ରାଜ୍ୟରେ ସକ୍ରିୟ ହେଲା ମୌସୁମୀ

ଭୁବନେଶ୍ବର: ସାରା ରାଜ୍ୟରେ ବର୍ଷିବ । ପୂରା ଓଡ଼ିଶାକୁ ଜାରି ହୋଇଛି ୟେଲୋ ଆଲର୍ଟ। କାଳବୈଶାଖୀ ନେଇ ପୁରା ଓଡ଼ିଶାକୁ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । କିଛି କିଛି ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ସତର୍କତା ଜାରି କରାଯାଇଛି । ସେହିପରି ଆସନ୍ତାକାଲି ମଧ୍ୟ ୧୬ ଜିଲ୍ଲାକୁ କାଳବୈଶାଖୀ ଆଲର୍ଟ ଜାରି ହୋଇଛି । ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ କାଳବୈଶାଖୀ । ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୬ରୁ ୭ ତାରିଖ ପର୍ଯ୍ୟନ୍ତ ଦିନତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ।

ଅନ୍ୟପଟେ, ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ରହିଛି। ବର୍ଷା ସହ ଜୋରରେ ପବନ ବହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆଜି ୧୬ ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୯ ଓ ୧୦ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ଆଶଙ୍କା ରହିଛି ।

The Review

Post Views: 57
Share200Tweet125Send
Voice of Victims

Voice of Victims

Recent Posts

  • ଭାଷା ଓ ସାହିତ୍ୟ ରେ ସମ୍ମାନଜନକ ଡକ୍ଟରେଟ ଉପାଧି ପାଇଲେ ପୁରୀ ର ଗୀତାଞ୍ଜଳି ପଣ୍ଡା
  • ସାକ୍ଷରତାର ନୂଆ ସକାଳ: ରଣପୁରରେ ଉଲ୍ଲାସ ପରୀକ୍ଷା, ସାମିଲ ହେଲେ ୬ ହଜାର ପରୀକ୍ଷାର୍ଥୀ, ପରୀକ୍ଷାର୍ଥୀଙ୍କ ସହ କଥା ହେଲେ ଅତିରିକ୍ତ ନିର୍ଦ୍ଦେଶିକା
  • ଭାରତକୁ ଭୟଙ୍କର ସୁପର ଏଲ୍ ନିନୋ ସଙ୍କଟ, ଜରୁରୀକାଳୀନ ଚେତାବନୀ ଜାରି କଲେ ପରିବେଶବିତ୍
  • ରେଲିଂ ଭାଙ୍ଗି ପୋଲ ତଳକୁ ଖସିପଡିଲା BMW, ୩ ମୃତ ଓ ଜଣେ ଗୁରୁତର ଆହତ
  • ଓରାଙ୍ଗଉଟାନ ରହସ୍ୟ ଖୋଲିବାକୁ କ୍ରାଇମବ୍ରାଞ୍ଚ STFର ଜୋରଦାର ତଦନ୍ତ, CCTV ଯାଞ୍ଚ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In