• About Us
  • Contact Us
Wednesday, May 13, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ବିଶେଷ ପୃଷ୍ଠା

ବର୍ଷା: ୪ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

by Voice of Victims
August 1, 2024
in ବିଶେଷ ପୃଷ୍ଠା, ମୁଖ୍ୟ ଖବର, ରାଜ୍ୟ
ବର୍ଷା: ୪ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ବର: ଆଜି ୪ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ ପୁରୀ ସମେତ ବଲାଙ୍ଗୀର, ମୟୂରଭଞ୍ଜ ଏବଂ ସମ୍ବଲପୁରର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସ୍ବତନ୍ତ୍ର ରିଲିଫ୍ କମିସନର(ଏସ୍‌ଆର୍‌ସି) ନିର୍ଦ୍ଦେଶ ଦେଇଛନ୍ତି।ଡ୍ରେନେଜ୍ ବ୍ୟବସ୍ଥା ପ୍ରତି ଦୃଷ୍ଟି ଦେବାକୁ ଏସ୍‌ଆର୍‌ସି କହିଛନ୍ତି। ଏହା ସହିତ ତଳିଆ ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ଆଶ୍ରୟସ୍ଥଳକୁ ନେବା ଉପରେ ଗୁରୁତ୍ବାରୋପ କରାଯାଇଛି। ତଳିଆ ଅଞ୍ଚଳରେ ପାଣିଜମିବା ଆଶଙ୍କା ଥିବା ସ୍ଥାନରେ ମଟରପମ୍ପର ବ୍ୟବସ୍ଥା କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ଭାରତ ପାଣିପାଗ ବିଭାଗ ଅନୁଯାୟୀ ଅଗଷ୍ଟ୧ ଏବଂ ୨ରେ ଓଡିଶାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅଗଷ୍ଟ ୬ ପର୍ୟ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ମଧ୍ୟ ଜାରି ରହିପାରେ।

Post Views: 38
Share198Tweet124Send
Voice of Victims

Voice of Victims

Recent Posts

  • ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ, ଶିକ୍ଷା ମହଲରେ ଶୋକର ଛାୟା
  • କଣ୍ଟାବାଞ୍ଜି ପୁର୍ବ ବିଧାୟକ ଆୟୁବ ଖାନଙ୍କ ଵିୟୋଗ, ଥରେ ସ୍ବାଧୀନ ଓ ଥରେ ବିଜେଡିରୁ ବିଧାୟକ ହୋଇଥିଲେ
  • ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା
  • ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ
  • ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In