• About Us
  • Contact Us
Friday, August 14, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ବର୍ଷା: ୧୨ ଜିଲ୍ଲାକୁ ୟେଲୋ ସତର୍କତା ଜାରି

by Voice of Victims
September 23, 2024
in ମୁଖ୍ୟ ଖବର, ରାଜ୍ୟ
ବର୍ଷା: ୧୨ ଜିଲ୍ଲାକୁ ୟେଲୋ ସତର୍କତା ଜାରି

ଭୁବନେଶ୍ବର : ଆଜି ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଗାମୀ ୩ ଘଣ୍ଟା ପାଇଁ   ମୟୁରଭଞ୍ଜ, କେନ୍ଦୁଝର, ଭଦ୍ରକ , ବାଲେଶ୍ଵର, କୋରାପୁଟ, ରାୟଗଡା , ଗଜପତି ଜିଲ୍ଲାକୁ ବିଜୁଳି ଘଡଘଡି ସହ ବର୍ଷା ନେଇ ଚେତାବନୀ ଜାରି କରାଯାଇଛି। ସେପଟେ ଲଘୁଚାପ ପ୍ରଭାବରେ ଆଜି ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲା ଗୁଡିକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଆସନ୍ତାକାଲି ପାଇଁ ୮ ଜିଲ୍ଲା ଏବଂ ୨୫ ତାରିଖ ପାଇଁ ୭ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ରାଜ୍ୟରେ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରବିବାର ରାଜଧାନୀରେ ପବନ ବହିବା ସହିତ ବିଜୁଳି ଘଡଘଡି ସହ ବର୍ଷା ହୋଇଛି। ବୌଦ୍ଧରେ ସବୁଠୁ ଅଧିକ ୬୪ମି.ମି ବର୍ଷା ରେକର୍ଡ ହୋଇଥିବା ବେଳେ ଭୁବନେଶ୍ବର ୧୫.୨, ଦାରିଙ୍ଗବାଡି ୧୨, ନୂଆପଡାରେ ୧୪.୪ମି.ମି ବର୍ଷା ରେକର୍ଡ ହୋଇଛି।

Post Views: 64
Share199Tweet124Send
Voice of Victims

Voice of Victims

Recent Posts

  • ଏୟାର ଇଣ୍ଡିଆର ବଡ଼ ନିଷ୍ପତ୍ତି, ସବୁ ପାଇଲଟଙ୍କ ହେବ ଟେଷ୍ଟ
  • UPSC ବୈଠକ ସ୍ଥଗିତ ରଖିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ଅଗଷ୍ଟ ୧୮ ଯାଏଁ ଚୂଡ଼ାନ୍ତ ହେବନି DGP ଚୟନ
  • ଅବପାତର ରୂପ ନେଲା ଲଘୁଚାପ, ଆଗାମୀ ଦୁଇ ଦିନ ଯାଏ ଅଧା ଓଡ଼ିଶାରେ କଳାହାଣ୍ଡିଆ ମେଘ
  • ପତଞ୍ଜଳି ପକ୍ଷରୁ ବିଶ୍ଵ ଅଙ୍ଗଦାନ ଦିବସ ପାଳନ
  • ଦେଶପ୍ରେମ ଏବଂ ପରିବେଶର ବାର୍ତ୍ତା ନେଇ ମହିଳା ମୋର୍ଚ୍ଚା ର ତ୍ରୀରଙ୍ଗା ଶୋଭାଯାତ୍ରା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In