• About Us
  • Contact Us
Friday, August 7, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଷ୍ଟ୍ରପତିଙ୍କ ସ୍ଵାଗତ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରାଇରଙ୍ଗପୁର, ଅପରାହ୍ନରେ ନିଜ ମାଟିରେ ପହଞ୍ଚିବେ ଦ୍ରୌପଦୀ ମୁର୍ମୁ

by Voice of Victims
June 19, 2026
in ଆଞ୍ଚଳିକ ଖବର, ଦେଶ ବିଦେଶ, ମୁଖ୍ୟ ଖବର, ରାଜ୍ୟ
ମହିଳାଙ୍କ ବିକାଶ ବିନା ବିକଶିତ ଭାରତ ସ୍ବପ୍ନ ପୂରଣ ହୋଇପାରିବ ନାହିଁ: ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ

ଭୁବନେଶ୍ୱର : ଆସୁଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ । ସ୍ବାଗତ ପାଇଁ ସଜେଇ ହେଉଛି ମୟୂରଭଞ୍ଜ। ସ୍ବାଗତ ପାଇଁ ଚାରିଆଡେ ଛାଇଗଲାଣି ପୋଷ୍ଟର ଓ ହୋର୍ଡିଂ। ସମାବେଶ ପାଇଁ ପ୍ରସ୍ତୁତି ବି ଶେଷ ପର୍ଯ୍ୟାୟରେ। ରାଇରଙ୍ଗପୁରରେ ଏକାଠି ହେବେ ଦୁଇ ଶୀର୍ଷ ନେତୃତ୍ବ। ଆଜିଠୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଅପରାହ୍ନ ୩ଟା ୪୫ରେ ମୟୂରଭଞ୍ଜ ଜିଲ୍ଲା ଦାଣ୍ଡବୋଷ ଏୟାରଷ୍ଟ୍ରିପରେ ପହଞ୍ଚିବେ। ସଂଧ୍ୟାରେ ରାଇରଙ୍ଗପୁରରେ ଏମ୍ସ ସାଟେଲାଇଟ୍ ସେଣ୍ଟରର ଉଦଘାଟନ କରିବେ ରାଷ୍ଟ୍ରପତି।

କାଲି ସକାଳ ୧୦ଟାରେ ନିଜ ଶ୍ବଶୂର ଘର ଗାଁ ପାହାଡ଼ପୁର ଯିବା କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ୨୦ରେ ପାହାଡ଼ପୁର ଆସିବେ। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ୯ଗସ୍ତ ପାଇଁ ସ୍ଥାନୀୟ ଅଞ୍ଚଳରେ ଉତ୍ସାହର ମାହୋଲ ଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ହାଇପ୍ରୋଫାଇଲ ଗସ୍ତ ପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ରହିଛି ରାଇରଙ୍ଗପୁର ।

Post Views: 68
Share199Tweet125Send
Voice of Victims

Voice of Victims

Recent Posts

  • ସୋଆରେ ଆନ୍ତର୍ଜାତୀୟ ସମ୍ମିଳନୀ ‘ଆଇସିସିଏମ୍‌ଇଏସ୍‌ଏଚ୍‌–୨୦୨୬’ ଉଦ୍‌ଘାଟିତ
  • ବୈଜ୍ଞାନିକ ଓ ସ୍ଥାୟୀ କୃଷିକୁ ପ୍ରୋତ୍ସାହନ ଦେବାର ଲକ୍ଷ୍ୟ ନେଇ ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ କୃଷକ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ
  • ଶିଳ୍ପ ବାୟୋଟେକ୍ନୋଲୋଜି କ୍ଷେତ୍ରରେ ମିଳିତ ଗବେଷଣା ପାଇଁ ସୋଆ ଓ କେବିସି ମଧ୍ୟରେ ବୁଝାମଣା ସ୍ୱାକ୍ଷରିତ
  • ୨୦୪୭ରେ ବିକଶିତ ଓଡ଼ିଶା ଗଠନରେ ଯୁବପିଢ଼ିଙ୍କ ରହିବ ମୁଖ୍ୟ ଭୂମିକା: ଡକ୍ଟର ପୁରଞ୍ଜନ ଦାସ
  • ଘୂର୍ଣ୍ଣିବଳୟ ପ୍ରଭାବ, ଆଜିଠୁ ଦୁଇଦିନ ପ୍ରବଳରୁ ଅତିପ୍ରବଳ ବର୍ଷା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In