• About Us
  • Contact Us
Thursday, March 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ରାଜ୍ୟସଭା ନିର୍ବାଚନ: ବିଜେଡିରୁ ନାମାଙ୍କନ ଭରିଲ ଡ. ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ବର ହୋତା

by Voice of Victims
March 5, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ରାଜ୍ୟସଭା ନିର୍ବାଚନ: ବିଜେଡିରୁ ନାମାଙ୍କନ ଭରିଲ ଡ. ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ବର ହୋତା

ଭୁବନେଶ୍ୱର : ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେଡିରୁ ଡ. ସଂତୃପ୍ତ ମିଶ୍ର ଓ ଡାକ୍ତର ଦତ୍ତେଶ୍ବର ହୋତା । ୨ ସେଟ ନାମାଙ୍କନପତ୍ର ଦାଖଲ କଲେ ଡ. ସଂତୃପ୍ତ ମିଶ୍ର । ତୃତୀୟ ଆସନ ପାଇଁ ବିଜେଡି ତରଫରୁ ପ୍ରାର୍ଥୀ ହୋଇଛନ୍ତି ଡ. ସଂତୃପ୍ତ ମିଶ୍ର । ସଂତୃପ୍ତଙ୍କ ନାମାଙ୍କନପତ୍ରରେ ପ୍ରସ୍ତାବକ ଅଛନ୍ତି ନବୀନ ପଟ୍ଟନାୟକ। ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି ଡାକ୍ତର ଦତ୍ତେଶ୍ବର ହୋତା।

ପ୍ରାର୍ଥିପତ୍ର ଦାଖଲ ବେଳେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଓ ପିସିସି ସଭାପତି ଭକ୍ତ ଦାସ ଉପସ୍ଥିତ ଥିଲେ। ବରିଷ୍ଠ ନେତା ନରସିଂହ ମିଶ୍ର ଓ ବହୁ ବିଧାୟକ, କଂଗ୍ରେସ ରାଜ୍ୟ ପ୍ରଭାରୀ ଓ ବିଧାୟକ ଦଳ ନେତା କାଡାମ ଉପସ୍ଥିତ ଥିଲେ।

Post Views: 19
Share198Tweet124Send
Voice of Victims

Voice of Victims

Recent Posts

  • ଖାମେନେଇଙ୍କ ମୃତ୍ୟୁରେ ଭାରତର ଶୋକ, ଇରାନୀ ଦୂତାବାସ ପହଞ୍ଚିଲେ ବିଦେଶ ସଚିବ
  • ସଡ଼କ ଦୁର୍ଘଟଣାରେ ୨୨ ବର୍ଷୀୟ ଯୁବକ ମୃତ
  • ଟ୍ରମ୍ପଙ୍କୁ ମିଳିଲା ସିନେଟର ସବୁଜ ସଙ୍କେତ, ଇରାନ ଉପରେ ଆମେରିକାର ଆକ୍ରମଣ ଜାରି ରହିବ!
  • ନିତିଶ କୁମାରଙ୍କ ପ୍ରଥମ ପ୍ରତିକ୍ରିୟା, ରାଜ୍ୟସଭା ଯିବାକୁ ଚାହୁଁଛି
  • ଆଜି ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In