• About Us
  • Contact Us
Monday, March 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରକ୍ଷା ବନ୍ଧନ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

by Voice of Victims
August 19, 2024
in ମୁଖ୍ୟ ଖବର, ରାଜ୍ୟ
ରକ୍ଷା ବନ୍ଧନ: ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ପବିତ୍ର ରାଖି ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ। ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ରକ୍ଷା ବନ୍ଧନ ଅବସରରେ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ ସଂସ୍କୃତିର ଏହି ଅନନ୍ୟ ପର୍ବ ଆମର ସାମାଜିକ ମୂଲ୍ୟବୋଧକୁ ଆହୁରି ସୁଦୃଢ଼ କରୁ ବୋଲି ଏହି ଅବସରରେ କହିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରକାଶ ଯେ  ଭାଇ-ଭଉଣୀର ସଂପର୍କକୁ ଅଧିକ ମଜବୁତ କରିଥାଏ ରାକ୍ଷୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ। ଆଉ ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ଭାଇ ହାତରେ ରାକ୍ଷୀଟିଏ ବାନ୍ଧିବା ଲାଗି ଭଉଣୀ ବର୍ଷ ସାରା ଅପେକ୍ଷା କରି ରହିଥାଏ ଆଜିର ଦିନକୁ।

Post Views: 30
Share199Tweet124Send
Voice of Victims

Voice of Victims

Recent Posts

  • ଜମ୍ମୁ ଓ କାଶ୍ମୀରରେ ଭୂକମ୍ପ ଝଟକା, ତୀବ୍ରତା ୪.୨
  • ଇରାନର ସର୍ବୋଚ୍ଚ ନେତା ଆୟୋତଲା ଅଲ୍ଲୀ ଖାମେନେଇଙ୍କ ମୃତ୍ୟୁ, ୪୦ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା
  • ବିଜେଡିରୁ ବହିଷ୍କୃତ ହେଲେ ପ୍ରଭାତ ବିଶ୍ୱାଳ, ରଖିଲେ ଏଭଳି ପ୍ରତିକ୍ରିୟା
  • ରାତି ଅଧରେ ୟୁଟ୍ୟୁବର ରାକେଶ ମହାରଣାଙ୍କୁ ହତ୍ୟା, ଘଟଣାର ତଦନ୍ତ କରୁଛି ପୋଲିସ
  • ହାଇୱା ଟ୍ରକକୁ ପଛ ପଟୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୩ ଆହତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In