• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ରଣପୁର ତାଲୁକ୍ ଲିଗାଲ ସର୍ଭିସ୍ କମିଟିର ବିଶ୍ୱ ପରିବେଶ ଦିବସ ପାଳିତ

by Voice of Victims
June 5, 2025
in ମୁଖ୍ୟ ଖବର, ରାଜ୍ୟ
ରଣପୁର ତାଲୁକ୍ ଲିଗାଲ ସର୍ଭିସ୍ କମିଟିର ବିଶ୍ୱ ପରିବେଶ ଦିବସ ପାଳିତ

ରଣପୁର, ୦୫/୦୬: ରଣପୁର ତାଲୁକ୍ ଲିଗାଲ ସର୍ଭିସ୍ କମିଟି, ରଣପୁର ପକ୍ଷ ରୁ ଆଜି ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ଏକ ଆଇନ୍ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମ ରେ ରଣପୁର କୋର୍ଟ ର ପ୍ରଥମ ଶ୍ରେଣୀ ବିଚାରପତି ପୁଣ୍ୟଶ୍ଲୋକ୍ ଦାଶ , ରଣପୁର ବାର ଆସୋସିଏସନ୍ ର ଆଇନ୍ ଜିବି ସୁବାଷ ଚନ୍ଦ୍ର ଜେନା,ଶ୍ରୀକାନ୍ତ କୁମାର ସାହୁ, କୃପାସିନ୍ଧୁ ବେହେରା, ଶତୃଘ୍ନ ପାଇକରାୟ ପ୍ରମୁଖ ଉପସ୍ଥିତ ରହି ବୃକ୍ଷରୋପଣ କାର୍ଯ୍ୟକ୍ରମର ଶୁଭା ଆରମ୍ଭ କରିଥିଲେ।

ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଏକ ପୋଷ୍ଟର ତିଆରି କାର୍ଯ୍ୟକ୍ରମର ପ୍ରତିଯୋଗିତା କରାଯାଇଥିଲା | ରଣପୁର ବନବିଭାଗ ମଧ୍ୟ ଏହି ଆଇନ ସଚେତନା କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରିଥିଲେ |

Post Views: 153
Share205Tweet128Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In