• About Us
  • Contact Us
Friday, March 20, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ମାର୍ଚ୍ଚ ୨୫ରେ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି, ଦିନ ୧୨ଟା ୧୨ରୁ ୧ଟା ୪୫ ମଧ୍ୟରେ ହେବ ଗଣତିମଣତି

by Voice of Victims
March 20, 2026
in ଆଞ୍ଚଳିକ ଖବର, ଆଧ୍ୟାତ୍ମିକ, ମୁଖ୍ୟ ଖବର
ମାର୍ଚ୍ଚ ୨୫ରେ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି, ଦିନ ୧୨ଟା ୧୨ରୁ ୧ଟା ୪୫ ମଧ୍ୟରେ ହେବ ଗଣତିମଣତି

ପୁରୀ : ରତ୍ନଭଣ୍ଡାର ଗଣତି ମଣତି ପୂର୍ବରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ।  ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ଏସଓପି ଅନୁଯାୟୀ ହେବାକୁ ଥିବା ପ୍ରକ୍ରିୟା ସମ୍ପର୍କରେ ବୈଠକରେ ଆଲୋଚନ  ।   ରତ୍ନଭଣ୍ଡାର ତଦାରଖ କମଟି ଅଧକ୍ଷ ଜଷ୍ଟିସ ବିଶ୍ୱନାଥ ରଥ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅଧ୍ୟକ୍ଷତାରେ ବୈଠକ ।  ମାହେନ୍ଦ୍ର ବେଳା ମାର୍ଚ୍ଚ ୨୫ ଚୈତ୍ର ଶୁକ୍ଳ ସପ୍ତମୀ ତିଥି ୧୨.୧୨ ରୁ ୧.୪୫ ମଧ୍ୟରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ।

୧୯୭୮ ମସିହାରେ ୭୨ ଦିନ ଗଣତି ମଣତି ହୋଇଥିଲା ।  ଏହି ବୈଠକରେ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ, ଏସପି, ଶ୍ରୀମନ୍ଦିର ନୀତି ଓ ଉନ୍ନୟନ ପ୍ରଶାସକ, ପରିଚାଳନା କମିଟିର 5 ଜଣ ସେବକ ପ୍ରତିନିଧି,  ଛତିଶାନିଯୋଗ ମହାନାୟକ,  ଭଣ୍ଡାର ମେକାପ, ତଢାଉକରଣ,  ଦେଉଳକରଣ ବୈଠକରେ ଉପସ୍ଥିତ ଅଛନ୍ତି ।

ରାଜ୍ୟ ସରକାରଙ୍କ ଦ୍ବାରା ପ୍ରସ୍ତୁତ ଚୂଡାନ୍ତ ଏସଓପି ଅନୁଯାୟୀ ଆସନ୍ତା 25 ତାରିଖରୁ ଗଣତିମଣତି ପ୍ରକ୍ରିୟା ଆରମ୍ଭ ହେବାକୁ ଥିବାବେଳେ କିଭଳି ଏହି ପ୍ରକ୍ରିୟା ରହିବ ସେନେଇ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆଜିର ବୈଠକରେ ଆଲୋଚନା ହେବ ।  ତିନୋଟି ପର୍ଯ୍ୟାୟରେ ଅଳଙ୍କାର ଗଣତିମଣତି କରାଯିବ ବୋଲି ନିଷ୍ପତ୍ତି ହୋଇଥିବା ବେଳେ ସେହି ସମୟରେ ବାହାର କାଠରୁ ଭକ୍ତମାନେ ଦର୍ଶନ କରିପାରିବେ  ।

ଶନିବାର, ରବିବାର ଗହଳି ଦିନ ସମେତ ବିଶେଷ ପର୍ବପର୍ବାଣି ସମୟରେ ଗଣତିମଣତି ବନ୍ଦ ରହିବ ବୋଲି କୁହାଯାଇଛି ।  ସେପଟେ 1978 ମସିହାର ଗଣତିମଣତି ରିପୋର୍ଟ ସହ ବର୍ତ୍ତମାନ ଭିତର ରତ୍ନଭଣ୍ଡାର ଭିତରେ ଥିବା ମହାପ୍ରଭୁଙ୍କ ଦୁର୍ମୂଲ୍ୟ ଅଳଙ୍କାର ମେଳକ କରାଯିବ।

Post Views: 7
Share197Tweet123Send
Voice of Victims

Voice of Victims

Recent Posts

  • ମମତା ବାନାର୍ଜୀ ଜାରି କଲେ ଇସ୍ତାହାର: ମହିଳାମାନଙ୍କୁ ମାସିକ ୧୫୦୦, ବେକାରଙ୍କ ପାଇଁ ପକେଟ ଖର୍ଚ୍ଚ
  • ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁ, ଆଧ୍ୟାତ୍ମକ ଆଲୋଚନା ସହ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା
  • କେନ୍ଦ୍ରମନ୍ତ୍ରୀ ଜୟନ୍ତ ଚୌଧୁରୀଙ୍କୁ ହତ୍ୟା ଧମକ, ଅଜଣା ନମ୍ବରରୁ ଆସିଥିଲା କଲ୍
  • ମାର୍ଚ୍ଚ ୨୫ରେ ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି, ଦିନ ୧୨ଟା ୧୨ରୁ ୧ଟା ୪୫ ମଧ୍ୟରେ ହେବ ଗଣତିମଣତି
  • ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ନିୟମିତ ହେଲେ ଚୁକ୍ତିଭିତ୍ତିକ ସ୍କିମାଟିକ୍ ଜୁନିୟର ଟିଚର

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In