• About Us
  • Contact Us
Tuesday, March 31, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

୧୮ରେ ରତ୍ନଭଣ୍ଡାର ଯାଞ୍ଚ:ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

by Voice of Victims
September 13, 2024
in ମୁଖ୍ୟ ଖବର, ରାଜ୍ୟ
୧୮ରେ ରତ୍ନଭଣ୍ଡାର ଯାଞ୍ଚ:ଦିନ ୧ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

ଭୁବନେଶ୍ବର: ଏଏସଆଇ ପକ୍ଷରୁ ଆସନ୍ତା ୧୮ ସେପ୍ଟେମ୍ବର ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ। ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ ଅନୁଷ୍ଠିତ ହେବ । ଏଏସଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ୱରେ ଏହି ନିରୀକ୍ଷଣ ହେବ। ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା  ଅନୁସାରେ ଏହା ଅନୁଷ୍ଠିତ ହେବ। ତେଣୁ ଏହି ଦିନ ଶ୍ରୀଜୀଉଙ୍କ ନୀତିକାନ୍ତି ବା ସେବାପୂଜାରେ ବ୍ୟାଘାତ ନକରି ନିରୀକ୍ଷଣ ପ୍ରକ୍ରିୟା ପାଇଁ ଆବଶ୍ୟକ ସମୟ ଦେବା ଲାଗି ବିଶେଷ ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି କ୍ଷ ୧୮ ତାରିଖ ବୁଧବାର ଦିନ ପାଇଁ ହୋଇଥିବା ବିଶେଷ ନୀତି ନିର୍ଘଣ୍ଟ ଅନୁସାରେ ଦିନ ୧ଟା ରୁ ନିରୀକ୍ଷଣ କାର୍ୟ୍ୟ ଶେଷ ହେବା ପର୍ୟ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।  ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦ ବଜାରରୁ ମହାପ୍ରସାଦ କ୍ରୟ କରି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ।

Post Views: 58
Share199Tweet124Send
Voice of Victims

Voice of Victims

Recent Posts

  • ବିଧାୟକ ପଦରୁ ଇସ୍ତଫା ଦେଲେ ନୀତିନ ନବୀନ, ଖାଲି ପଡିଛି ବାଙ୍କିପୁରର ଆସନ
  • ବିଧାନ ପରିଷଦର ସଦସ୍ୟ ପଦରୁ ଇସ୍ତଫା ଦେଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ନୂଆ ମୁଖ୍ୟମନ୍ତ୍ରୀକୁ ନେଇ ସସପେନ୍ସ
  • ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ଦୁବେଙ୍କ ମାନସିକ ଚିକିତ୍ସା ଆବଶ୍ୟକ, କହିଲେ ନବୀନ ପଟ୍ଟନାୟକ
  • ପୁରୀ ସମୁଦ୍ର ବେଳାଭୂମିରେ ଅଘଟଣ, ବୁଡ଼ିଯାଇ ୨ ପର୍ଯ୍ୟଟକଙ୍କ ମୃତ୍ୟୁ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In