• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ମଦ ମୃତ୍ୟୁର ଆରଡିସି ତଦନ୍ତ ହେବ: ପୃଥ୍ୱୀରାଜ

by Voice of Victims
August 22, 2024
in ମୁଖ୍ୟ ଖବର, ରାଜ୍ୟ
ମଦ ମୃତ୍ୟୁର ଆରଡିସି ତଦନ୍ତ ହେବ: ପୃଥ୍ୱୀରାଜ

ଭୁବନେଶ୍ୱର: ଚିକିଟି ମଦ ମୃତ୍ୟୁକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରୁଥିବାବେଳେ ଆଜି ବିଭାଗୀୟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି । ମଦ ମୃତ୍ୟୁର  ଆରଡିସି ତଦନ୍ତ ହେବ ହେବାଲି ଶ୍ରୀ ହରିଚନ୍ଦନ କହିଛନ୍ତି । ୨ ମାସ ମଧ୍ୟରେ ତଦନ୍ତ ରିପୋର୍ଟ ଆସିବ । ଏଥିସହ ଚୋରା ମଦ ବନ୍ଦ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି ।  ବେଆଇନ ମଦ କାରବାର କେବେ ବି ଗ୍ରହଣୀୟ ନୁହେଁ ବୋଲି ଅବକାରୀ ମନ୍ତ୍ରୀ କହିଛନ୍ତି। ବେଆଇନ ତଥା ଚୋରା ମଦ କାରବାରକୁ ସମ୍ପୂର୍ଣ୍ଣ ରୂପେ ବନ୍ଦ କରିବାକୁ ଆବଶ୍ୟକୀୟ ପଦକ୍ଷେପ ନେବାକୁ ମନ୍ତ୍ରୀ ଗୁରୁତ୍ବାରୋପ କରିଛନ୍ତି।ବେଆଇନ ମଦ ଭାଟି ଏବଂ ବିକ୍ରି ସ୍ଥାନରେ ଚଢ଼ାଉ କରିବାକୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଚିକିଟି ମଦ ଟ୍ରାଜେଡିକୁ ନେଇ ହଇଚଇ ପରେ ରାଜ୍ୟବ୍ୟାପି ଚଢ଼ାଉ ଜାରି ରହିଛି। ଗତକାଲି ସନ୍ଧ୍ୟା ସୁଦ୍ଧା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ୭ ହଜାର ୨୭୪ ଲିଟର ବେଆଇନ ମଦ ଜବତ କରାଯିବା ସହ ୭୨ ଜଣଙ୍କୁ ଗିରଫ କରାଯାଇଥିଲା। ସେଥିମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩୮୫ ଲିଟର ମଦ ଜବତ କରାଯାଇଥିବା ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

Post Views: 104
Share198Tweet124Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In