• About Us
  • Contact Us
Wednesday, March 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପୁଣି ବଢ଼ିବ ତାତି: ମାର୍ଚ୍ଚ ୨୯ରୁ ଅସହ୍ୟ ସ୍ଥିତି

by Voice of Victims
March 27, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର
ମୌସୁମୀର ଆଗମନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ: ସିଇସି

ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଓଡ଼ିଶାର ବିଭିନ୍ନ ଜିଲ୍ଲା ପାଇଁ ଗ୍ରୀଷ୍ମ ପ୍ରବାହ ସତର୍କତା ଜାରି କରିଛି। ମାର୍ଚ୍ଚ ୨୯ ତାରିଖରୁ ତାପମାତ୍ରା ବୃଦ୍ଧି ପାଇବାର ପୂର୍ବାନୁମାନ କରିଛି।୨୯ ମାର୍ଚ୍ଚ ପାଇଁ ଆଇଏମଡିର ପୂର୍ବାନୁମାନ ଅନୁସାରେ, ସମ୍ବଲପୁର ଏବଂ ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଜାରି ରହିବାର ସମ୍ଭାବନା ଅଛି।

ମାର୍ଚ୍ଚ ୩୦ ପାଇଁ ଝାରସୁଗୁଡା, ସମ୍ବଲପୁର, ସୋନେପୁର, ବୌଦ୍ଧ, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଦିଆଯାଇଛି।ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗରମପବନ ସ୍ଥିତି ଜାରି ରହିବାର ସମ୍ଭାବନା ବହୁତ ଅଧିକ ରହିଛି। ମାର୍ଚ୍ଚ ୩୦ ପାଇଁ ଆଇଏମଡି ଏଭଳି ପୂର୍ବାନୁମାନ କରିଛି।

୩୧ ମାର୍ଚ୍ଚ ପାଇଁ ଆଇଏମଡି ପୂର୍ବାନୁମାନ ଅନୁଯାୟୀ, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିବାର ସମ୍ଭାବନା ଅଧିକ ବୋଲି ଆଇଏମଡି କହିଛି।

Post Views: 72
Share200Tweet125Send
Voice of Victims

Voice of Victims

Recent Posts

  • ଦିଲ୍ଲୀ ବିଧାନସଭାକୁ ମିଳିଲା ବୋମା ଧମକ, ମୋଦି ଓ ଅମିତ ଶାହଙ୍କୁ ଟାର୍ଗେଟ୍ !
  • ଥାନା ଭିତରେ ରକ୍ତ ଛିଟା, ଦୁଇ ପରିବାରର ଜାଗା ବାଡ଼ିକୁ ନେଇ ପୋଲିସ ଉପସ୍ଥିତିରେ ମାରପିଟ୍
  • ଭୁଲ ଇଞ୍ଜେକ୍ସନ ପାଇଁ ଶିଶୁ ମୃତ୍ୟୁ ଅଭିଯୋଗ, କ୍ୟାପିଟାଲ ହସ୍ପିଟାଲରେ ଉତ୍ତେଜନା
  • କାଲିଠୁ ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି ଆରମ୍ଭ, ଏସଓପି ଆଧାରରେ ସମସ୍ତ କାର୍ଯ୍ୟ ସୁରୁଖୁରୁରେ କରାଯିବ
  • ଜଳିଗଲା ୨ ବଖରା ଛପର ଘର, ଲୋକମାନଙ୍କର ଉଡିଗଲା ହୋସ !

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In