• About Us
  • Contact Us
Sunday, October 25, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ପର୍ଯ୍ୟଟକଙ୍କ ପାଇଁ କଟକଣା ଲାଗୁ, ୪ ଦିନ ଯାଏଁ ବନ୍ଦ ରହିବ ଡଙ୍ଗା ଚଳାଚଳ

by Voice of Victims
October 25, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ପର୍ଯ୍ୟଟକଙ୍କ ପାଇଁ କଟକଣା ଲାଗୁ, ୪ ଦିନ ଯାଏଁ ବନ୍ଦ ରହିବ ଡଙ୍ଗା ଚଳାଚଳ

ପୁରୀ: ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ କରାଯାଇଛି । ୨୬ରୁ ୨୯ ତାରିଖ ୪ ଦିନ ପାଇଁ ଚିଲିକାରେ ଭସାପୋଲ ଓ ଡ଼ଙ୍ଗା ଚଳାଚଳ ଉପରେ ଲାଗିଲା କଟକଣା । ଭସାପୋଲ ସହ ପର୍ଯ୍ୟଟକଙ୍କ ପାଇଁ ଡଙ୍ଗା ଚଳାଚଳ ବନ୍ଦ କରାଯାଇଛି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ପୁରୀ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଡଭାଇଜରୀ ଜାରି କରାଯାଇଛି । ଚିଲିକା ସହିତ ସମସ୍ତ ନଦୀ ନାଳରେ ଡ଼ଙ୍ଗା ଚଳାଚଳ ବନ୍ଦ ରହିବ । ବେଆଇନ ଡ଼ଙ୍ଗା ଚଳାଚଳ ଉପରେ କଡା ନଜର ରଖାଯିବ। ଲୋକଙ୍କ ସୁରକ୍ଷା ଓ ଧନ ଜୀବନ ରକ୍ଷା ପାଇଁ ସ୍ଥାନୀୟ ବ୍ଲକ BDO ଲୋକଙ୍କୁ ସଚେତନ କରାଇବେ । ଯେଉଁମାନେ ନିୟମ ଉଲଘଂନ କରିବେ ସେମାନଙ୍କ ଉପରେ କଡା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି ।

ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏହି ସମୟରେ ମତ୍ସ୍ୟଜୀବୀ, ଡଙ୍ଗା ଚାଳକ ଓ ପର୍ଯ୍ୟଟକମାନଙ୍କୁ ଜଳପଥରେ ଯାତାୟାତ ନକରିବାକୁ ମଧ୍ୟ ପରାମର୍ଶ ଦିଆଯାଇଛି । ପାଣିପାଗ ସ୍ଥିତି ସ୍ୱାଭାବିକ ନହେବା ପର୍ଯ୍ୟନ୍ତ ସମସ୍ତେ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ ଅନୁରୋଧ କରାଯାଇଛି ।

Post Views: 12
Share197Tweet123Send
Voice of Victims

Voice of Victims

Recent Posts

  • ଆଉ ଦୁଇ ଦିନ ପରେ ଓଡ଼ିଶାରେ ବାତ୍ୟା ପ୍ରଭାବ, ୭ ଜିଲ୍ଲାକୁ ଅରେଞ୍ଜ ଓ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ
  • ଆଜି ମନ୍ କି ବାତ୍ କୁ ପୁରିଲା ୧୨ ବର୍ଷ, ଏହି ଦୀର୍ଘ ଯାତ୍ରାକୁ ମନେ ପକାଇଲେ ମୋଦି
  • JDUରୁ ବିଦା ହେବା ପରେ ଅନନ୍ତ ସିଂହଙ୍କ ବଡ଼ ବୟାନ, ମୋତେ କୌଣସି ଫରକ ପଡେନି, ନିଜେ ଗଢ଼ିବି ନୂଆ ଦଳ
  • ସାଉଦି ଆରବକୁ ଏୟାର ଇଣ୍ଡିଆର ବିମାନ ସେବା ବାତିଲ୍, ନଭେମ୍ବର ୭ ଯାଏଁ ବନ୍ଦ ରହିବ ଉଡ଼ାଣ
  • ପର୍ଯ୍ୟଟକଙ୍କ ପାଇଁ କଟକଣା ଲାଗୁ, ୪ ଦିନ ଯାଏଁ ବନ୍ଦ ରହିବ ଡଙ୍ଗା ଚଳାଚଳ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In