• About Us
  • Contact Us
Friday, April 3, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସଡ଼କ ଦୁର୍ଘଟଣା:୬ ମୃତ

by Voice of Victims
November 2, 2024
in ମୁଖ୍ୟ ଖବର, ରାଜ୍ୟ
ସଡ଼କ ଦୁର୍ଘଟଣା:୬ ମୃତ

ଭୁବନେଶ୍ବର: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଗଏକାନପାଲି ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରେଲରକୁ ପିକଅପ୍‌ ଭ୍ୟାନ୍‌ଟି ପଛରୁ ଧକ୍କା ଦେବାରୁ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆଜି ସକାଳେ କିଛି ଲୋକ ସଂକୀର୍ତ୍ତନ ସାରି ପିକଅପ୍‌ ଭ୍ୟାନ୍‌ରେ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରେଲରକୁ ପିକଅପ୍‌ ଭ୍ୟାନ୍‌ଟି ପଛରୁ ଧକ୍କା ଦେଇଥିଲା।ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

Post Views: 65
Share198Tweet124Send
Voice of Victims

Voice of Victims

Recent Posts

  • ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?
  • ପାକିସ୍ତାନୀ ସୀମା ହାଇଦର…ନିଜ ପିଲାର ନାମ ରଖିଲେ ‘ଭାରତ’, ପିଲାଙ୍କୁ ଭଲ ଶିକ୍ଷା ଦେବା ମୂଳ ଲକ୍ଷ୍ୟ
  • ରାଜ୍ୟରେ ଏବେ ଡବଲ ଇଞ୍ଜିନ ସରକାର, ପୂର୍ବତଟ ରେଳପଥରୁ ଅଲଗା ହେଲା ପଲ୍ଲାସା-ଇଚ୍ଛାପୁରମ ଡିଭିଜନ
  • AMAZON କମ୍ପାନୀ ଉପରେ ଆକ୍ରମଣ ! ଇରାନର ଟାର୍ଗେଟରେ ଆମେରିକାର ଟେକ୍ କମ୍ପାନୀ
  • ଇରାନ ଖସାଇଲା F-35 ଯୁଦ୍ଧ ବିମାନ ! ଖଣ୍ଡନ କଲା ଆମେରିକୀୟ ସେନା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In