• About Us
  • Contact Us
Saturday, March 28, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ପାକିସ୍ତାନ ଗସ୍ତରେ ଏସ୍‌. ଜୟଶଙ୍କର

by Voice of Victims
October 15, 2024
in ଦେଶ ବିଦେଶ, ମୁଖ୍ୟ ଖବର
ପାକିସ୍ତାନ ଗସ୍ତରେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ: ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ପାକିସ୍ତାନରେ ପହଞ୍ଚିବେ। ଶଂଘାଇ ସହଯୋଗ ସଂଗଠନ(ଏସସିଓ) ସମ୍ମିଳନୀରେ ଯୋଗ ଦେବାକୁ ପାକିସ୍ତାନରେ ପହଞ୍ଚିବେ ଜୟଶଙ୍କର। ଗତ ଅନେକ ବର୍ଷ ଧରି ଉଭୟ ଦେଶ ଭିତରେ ତିକ୍ତତା ମଧ୍ୟରେ ଭାରତରୁ ପାକିସ୍ତାନକୁ ଏହା ପ୍ରଥମ ଉଚ୍ଚସ୍ତରୀୟ ଗସ୍ତ ହେବ। ଇସଲାମାବାଦରେ ପହଞ୍ଚିବା ପରେ ଏସସିଓ ସଦସ୍ୟ ଦେଶମାନଙ୍କୁ ସ୍ୱାଗତ କରିବା ପାଇଁ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ ସରିଫଙ୍କ ଦ୍ୱାରା ଆୟୋଜିତ ସ୍ବାଗତ ଭୋଜିରେ ଯୋଗଦେବେ ଜୟଶଙ୍କର। ତେବେ ଏହି ଗସ୍ତ ଅବସରରେ ଜୟଶଙ୍କର ଏବଂ ତାଙ୍କ ପାକିସ୍ତାନୀ ପ୍ରତିପକ୍ଷ ଇଶାକ ଡାରଙ୍କ ମଧ୍ୟରେ କୌଣସି ଦ୍ୱିପାକ୍ଷିକ ବୈଠକକୁ ଉଭୟ ପକ୍ଷ ପ୍ରତ୍ୟାଖ୍ୟାନ କରିଛନ୍ତି। ପ୍ରାୟ ୯ ବର୍ଷ ପରେ ଭାରତର ବୈଦେଶିକ ମନ୍ତ୍ରୀ ପାକିସ୍ତାନ ଗସ୍ତ କରିବେ। ଏହାପୂର୍ବରୁ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବେ ସୁଷମା ସ୍ୱରାଜ ଶେଷ ଥର ପାଇଁ ପାକିସ୍ତାନ ଗସ୍ତ କରିଥିଲେ। ୨୦୧୫ ମସିହା ଡିସେମ୍ବର ମାସରେ ଆଫଗାନିସ୍ତାନ ସମ୍ପର୍କିତ ଏକ ସମ୍ମିଳନୀରେ ଯୋଗଦେବା ପାଇଁ ସେ ଇସଲାମାବାଦ ଗସ୍ତ କରିଥିଲେ।

Post Views: 103
Share198Tweet124Send
Voice of Victims

Voice of Victims

Recent Posts

  • କରୋନା ଭୂତାଣୁର ଏକ ନୂଆ ରୂପ, ୨୩ଟି ଦେଶକୁ ମାଡ଼ିଗଲାଣି ‘ସିକାଡ଼ା’
  • ଲଦାଖରେ ବଡ ଧରଣର ହିମସ୍ଖଳନ, ୭ ମୃତ ଓ ୫ ଗୁରୁତର ଆହତ
  • ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି ସ୍ଥଳସେନା ମୁଖ୍ୟ, ଶ୍ରୀଜିଉଙ୍କୁ କଲେ ଦର୍ଶନ
  • ବାରିପଦାରେ କାଳବୈଶାଖୀ ତାଣ୍ଡବ, ୨ ମୃତ ଓ ୩ ଆହତ
  • ପତଞ୍ଜଳି ପକ୍ଷରୁ ରାମନବମୀ ଓ ସନ୍ୟାସ ଦିକ୍ଷା ଦିବସ ପାଳନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In