• About Us
  • Contact Us
Sunday, April 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ସହଦେବ ନାୟକ ହତ୍ୟାକାଣ୍ଡ ଘଟଣା : ଆତ୍ମସମର୍ପଣ କଲା ମୁଖ୍ୟଅଭିଯୁକ୍ତ

by Voice of Victims
February 16, 2025
in ମୁଖ୍ୟ ଖବର, ରାଜ୍ୟ
ସହଦେବ ନାୟକ ହତ୍ୟାକାଣ୍ଡ ଘଟଣା : ଆତ୍ମସମର୍ପଣ କଲା ମୁଖ୍ୟଅଭିଯୁକ୍ତ

ଭୁବନେଶ୍ୱର: ସହଦେବ ନାୟକ ହତ୍ୟାକାଣ୍ଡ ମାମଲାରେ ମୁଖ୍ୟ ଅଭିଯୁକ୍ତ ରମା ନାୟକ ଗିରଫ ।  ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ ଆତ୍ମସମର୍ପଣ କରିଛି  ।  ଆତ୍ମସମର୍ପଣ ପରେ ଗିରଫ କଲା ପୋଲିସ । ଆଜି ଦିନ ୧୧ ରେ ଥାନାରେ ଆତ୍ମସମର୍ପଣ କରିଛି ରମା  ।   ଜାନୁଆରୀ ୮ ତାରିଖରେ ସଫେଇ କର୍ମଚାରୀ ସହଦେଵ ନାୟକଙ୍କ ମୃତ୍ୟୁ ହୋଇଥିଲା  । ରସୁଲଗଡ଼ ଓଭରବ୍ରିଜ ଉପରେ ସହଦେବଙ୍କ ମୁଣ୍ଡ ଗଣ୍ଡି ଅଲଗା କରିଦେଇଥିଲେ ଦୁର୍ବୁର୍ତ୍ତ । ପୋଲିସ ଘଟଣାରେ ମୋଟ ୬ ଜଣଙ୍କୁ ଗିରଫ କରିସାରିଛି  ।  ମୁଖ୍ୟ ଅଭିଯୁକ୍ତକୁ ଗିରଫ ଦାବି କରି ଧାରଣାରେ ବସିଥିଲେ ସହଦେବଙ୍କ ପତ୍ନୀ  ।  ମୁଖ୍ୟ ଅଭିଯୁକ୍ତ ଗିରଫ ନହେଲେ ବିଧାନସଭା ଆଗରେ ଧାରଣାରେ ବସିବେ ବୋଲି ଚେତାବନୀ ଦେଇଥିଲେ ।  ୪୦ ଦିନ ପରେ ଅଭିଯୁକ୍ତ ଆତ୍ମସମର୍ପଣ କରିଛି । ଖୁବଶୀଘ୍ର ଅଭିଯୁକ୍ତ ଜଣଙ୍କୁ କୋର୍ଟଚାଲାଣ କରାଯିବ  ।

Post Views: 53
Share199Tweet125Send
Voice of Victims

Voice of Victims

Recent Posts

  • ‘ସ୍ୱ-ଗଣନା’ ପ୍ରକ୍ରିୟାରେ ଭାଗ ନେଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଏଣିକି e-KYC ବିନା ମିଳିବନି ସିଲିଣ୍ଡର, ଓଡ଼ିଶାରେ ଗ୍ୟାସ ଗ୍ରାହକଙ୍କ ପାଇଁ ବଡ଼ ନିୟମ
  • ଅଙ୍ଗନବାଡ଼ି କେନ୍ଦ୍ରରୁ ଚୋରି, ଥାନାରେ ଏତଲା
  • ଶଙ୍ଖକ୍ଷେତ୍ର ଫାଉଣ୍ଡେସନ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ପ୍ରସ୍ତୁତି ବୈଠକ
  • ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ି ଛୁଆଁ କାର୍ଯ୍ୟକ୍ରମ ପାଳିତ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In