• About Us
  • Contact Us
Thursday, February 5, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଦେଶ ବିଦେଶ

ହରିୟାଣା ମୁଖ୍ୟମନ୍ତ୍ରୀ ହେବେ ସୈନୀ

by Voice of Victims
October 16, 2024
in ଦେଶ ବିଦେଶ, ମୁଖ୍ୟ ଖବର
ହରିୟାଣା ମୁଖ୍ୟମନ୍ତ୍ରୀ ହେବେ ସୈନୀ

ନୂଆଦିଲ୍ଲୀ : ପୁଣି ଥରେ ନାଏବ ସିଂ ସୈନୀ ହରିୟାଣାର ମୁଖ୍ୟମନ୍ତ୍ରୀ ହେବେ । ହରିୟାଣା ବିଜେପି ବିଧାୟକ ଦଳ ବୈଠକରେ ନାଏବ ସିଂ ସୈନୀ ନେତାଭାବେ ନିର୍ବାଚିତ ହୋଇଛନ୍ତି । ଆସନ୍ତାକାଲି ସେ ମୁଖ୍ୟମନ୍ତ୍ରୀଭାବେ ଶପଥ ଗ୍ରହଣ କରିବେ । ଆସନ୍ତାକାଲି ହରିୟାଣାରେ ବିଜେପି ଗଠନ କରିବ ନୂଆ ସରକାର । ନାଏବ ସିଂହ ସୈନି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ । ପଞ୍ଚକୁଲାରେ ହେବ ଶପଥ ଗ୍ରହଣ ଉତ୍ସବ । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ଏଥର ସବୁ ଆକଳନକୁ ଭୁଲ ପ୍ରମାଣିତ କରି ଲଗାତର ତୃତୀୟ ଥର ପାଇଁ ହରିୟାଣାରେ ବହୁମତ ହାସଲ କରିଛି ବିଜେପି । ସବୁ ଏକଜିଟ୍ ପୋଲ କହିଥିଲେ, କଂଗ୍ରେସ ଜିତି ସରକାର ଗଠନ କରିବ । କିନ୍ତୁ କଂଗ୍ରେସ ହାରିଛି ଓ ବିଜେପି ଜିତିିଛି । ଗତ ଥରର ମୁଖ୍ୟମନ୍ତ୍ରୀ ନାଏବ ସିଂହ ସୈନି ମୁଖ୍ୟମନ୍ତ୍ରୀ ହେବେ । ମନ୍ତ୍ରିମଣ୍ଡଳରେ କାହାକୁ ସ୍ଥାନ ମିଳିବ ତାହା ଏବେଠୁ ଅଙ୍କ କଷା ଆରମ୍ଭ ହୋଇଗଲାଣି।

Post Views: 41
Share198Tweet124Send
Voice of Victims

Voice of Victims

Recent Posts

  • ସଂସଦରେ କାଲି ମୋଦିଙ୍କ ଉପରକୁ ଆକ୍ରମଣ ହୋଇଥାନ୍ତା : ଲୋକସଭା ବାଚସ୍ପତି
  • ଅନୁରାଗ ଠାକୁରଙ୍କୁ ସୁପ୍ରିମକୋର୍ଟରୁ ଆଶ୍ବସ୍ତି, ବିସିସିଆଇ ସହିତ କରିପାରିବେ କାମ
  • ରାଷ୍ଟ୍ରୀୟ ପ୍ରତୀକ ବା ଚିହ୍ନକୁ ଅପବ୍ୟବହାର ନେଇ ଜନସ୍ବାର୍ଥ ମାମଲା, ରୋକିବାକୁ ହାଇକୋର୍ଟଙ୍କ କଡା ନିର୍ଦ୍ଦେଶ
  • ଆଇଏଏସ ସ୍ତରରେ ବଡ଼ ଅଦଳବଦଳ, ଅରବିନ୍ଦ ପାଢ଼ୀଙ୍କୁ ରାଜସ୍ବ ବିଭାଗର ଅତିରିକ୍ତ ଦାୟିତ୍ବ
  • ବିଶିଷ୍ଟ ସୀତାର ବାଦକ ଗୁରୁ ପଣ୍ଡିତ ରବି ଶଙ୍କର ପ୍ରଧାନଙ୍କୁ ଶ୍ରଦ୍ଧାସୁମନ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In