• About Us
  • Contact Us
Wednesday, April 8, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ଏସସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣା : ମେଡିକାଲରେ ପହିଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ତଦନ୍ତକାରୀ ଟିମ୍

by Voice of Victims
April 8, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
ଏସସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣା : ମେଡିକାଲରେ ପହିଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ତଦନ୍ତକାରୀ ଟିମ୍

କଟକ : କଟକ ବଡ଼ ଡାକ୍ତରଖାନାରେ କେନ୍ଦ୍ରୀୟ ତଦନ୍ତକାରୀ ଦଳ। ଏସସିବିରେ ହୋଇଥିବା ଅଗ୍ନିକାଣ୍ଡ ଘଟଣାର ତଦନ୍ତ ପାଇଁ ୬ ଜଣିଆ କେନ୍ଦ୍ରୀୟ ଟିମ ମେଡିକାଲରେ ପହଞ୍ଚିଛନ୍ତି। ଜାତୀୟ ବିପର୍ଯ୍ୟୟ ପ୍ରଶମନ କତ୍ତୃପକ୍ଷ , ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟର ବରିଷ୍ଠ ପ୍ରଫେସର, ଭାରତ ସରକାରଙ୍କ ଅଗ୍ନିସମ ବିଭାଗ ପରାମର୍ଶ ଦାତା ପ୍ରମୁଖ ଟିମରେ ସାମିଲ ଅଛନ୍ତି।

ସୂଚନାଯୋଗ୍ୟ, ଗୋଟିଏ ମାସ ପୂର୍ବରୁ କଟକ ଏସସିବି ମେଡିକାଲରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା । ଆଶୁ ଚିକିତ୍ସା ବିଭାଗର ଟ୍ରମା କେୟାର ଆଇସିୟୁରେ ଅଗ୍ନିକାଣ୍ଡ ଘଟିଥିଲା । ଫଳରେ ୧୨ ଜଣଙ୍କର ମୃତ୍ୟୁ ଘଟିଥିଲା । ରାତି ପ୍ରାୟ ତିନିଟା ବେଳେ ପ୍ରଥମ ମହଲାରେ ହଠାତ ନିଆଁ ଲାଗି ଯାଇଥିଲା । ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତା ଅବହେଳା, ଏବଂ ସଠିକ୍ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ଅଭାବ ଯୋଗୁଁ ଏପରି ଅଘଟଣ ଘଟିଥିଲା । ଖବର ପାଇ ବଡ ମେଡିକାଲର ଦମକଳ ବାହିନୀ ତୁରନ୍ତ ଘଟଣାସ୍ଥଳକୁ ଆସି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରିଥିଲେ । ପରେ ତିନୋଟି ଦମକଳ ଗାଡି ପହଞ୍ଚିଥିଲେ । ତୁରନ୍ତ ଆଇସିୟୁରୁ ରୋଗୀଙ୍କୁ ସ୍ଥାନାନ୍ତର ଉଦ୍ୟମ କରାଯାଇଥିଲା । ଏହାପରେ ଏହି ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା ।

Post Views: 8
Share197Tweet123Send
Voice of Victims

Voice of Victims

Recent Posts

  • ଗୁଜରାଟୀଙ୍କ ଉପରେ ଟିପ୍ପଣୀ ଦେଇ କ୍ଷମା ମାଗିଲେ ମଲ୍ଲିକାର୍ଜୁନ ଖଡଗେ, X ରେ କଲେ ପୋଷ୍ଟ
  • ଏସସିବି ଟ୍ରମା ଆଇସିୟୁରେ ଅଗ୍ନିକାଣ୍ଡ ଘଟଣା : ମେଡିକାଲରେ ପହିଞ୍ଚିଲେ ୬ ଜଣିଆ କେନ୍ଦ୍ରୀୟ ତଦନ୍ତକାରୀ ଟିମ୍
  • ରାଉରକେଲା ବିମାନ କ୍ରାସ ଘଟଣା : ସାମ୍ନାକୁ ଆସିଲା ତଦନ୍ତ ରିପୋର୍ଟ
  • ହର୍ମୁଜ ପ୍ରଣାଳୀ ଖୋଲିବାକୁ ଇରାନର ସର୍ତ୍ତ, ସମ୍ପୂର୍ଣ୍ଣ ସୁରକ୍ଷା ଏବଂ କଟକଣାରୁ ମୁକ୍ତି ହେଉଛି ମୁଖ୍ୟ ଦାବି
  • ଆସାମ, କେରଳ ଓ ପୁଡୁଚେରୀ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଶେଷ, ୯ ଏପ୍ରିଲରେ ଭୋଟ୍

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In