• About Us
  • Contact Us
Monday, August 10, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

by Voice of Victims
March 30, 2026
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ସମସ୍ୟା
ବରିଷ୍ଠ ବିଜେଡି ନେତାଙ୍କ ପତ୍ନୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆପଡ଼ା: ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ନୂଆପଡ଼ାର ବିଜେଡି ନେତା ହରିଶ୍ଚଚନ୍ଦ୍ର ପଣ୍ଡାଙ୍କ ପତ୍ନୀ ପୂଜା ପଣ୍ଡାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ନିଜ ଘର ପଛପଟେ ଥିବା ବେଲଗଛରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ନୂଆପଡ଼ା ସଦର ଥାନା ପୋଲିସର ତଦନ୍ତ ଆରମ୍ଭ । ମୃତ୍ୟୁର କାରଣ ଅସ୍ପଷ୍ଟ ।

ରାତି ପ୍ରାୟ ୯ଟାରେ ଅତିରିକ୍ତ ଏସପି ରଞ୍ଜିତ ନାଏକ ଓ ନୂଆପଡ଼ା ଆଇଆଇସି ଗଙ୍ଗାଧର ମେହେର ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଥିଲେ । ମୃତହେଦକୁ ବ୍ୟବଚ୍ଛେଦ ପାଇଁ ପଠାଇବା ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ରାତି ପ୍ରାୟ ୧୦ଟାରେ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ତେବେ ଜୀବନ ହାରିବାର କାରଣ ଅସ୍ପଷ୍ଟ ରହିଛି । ଏବେ ଘଟଣାରେ ବହୁ ନେତା ଓ ମାନ୍ୟଗଣ୍ୟ ବ୍ୟକ୍ତି ପହଞ୍ଚିବାରୁ ଲୋକାରଣ୍ୟ ହୋଇଛି ଓ ମୃତକ ପରିବାରକୁ ସମବେଦନା ଜଣାଇଛନ୍ତି । ସୂଚନା ଅନୁସାରେ ବିଜେପି ନେତା ବସନ୍ତ ପଣ୍ଡାଙ୍କ ପୁତୁରା ହେଉଛନ୍ତି ହରିଶ୍ଚଚନ୍ଦ୍ର ପଣ୍ଡା ।

Post Views: 43
Share199Tweet124Send
Voice of Victims

Voice of Victims

Recent Posts

  • ରୋଟାରି କ୍ଲବ କଟକ କ୍ୟାଣ୍ଟନମେଣ୍ଟର ୭ମ ଅଧିଷ୍ଠାନ ଦିବସ, ୨୫ ନୂତନ ସଦସ୍ୟଙ୍କୁ ସାମିଲ, ସମାଜସେବାରେ ବହୁମୁଖୀ କାର୍ଯ୍ୟକ୍ରମ
  • 1984 ମସିହା ISc ବ୍ୟାଚର ବନ୍ଧୁ ମିଳନ
  • ବାଲେଶ୍ବରବାସୀଙ୍କ ପାଇଁ ଖୁସିର ଖବର, ଡପ୍ଲର ରାଡାରର କାର୍ଯ୍ୟ ଶେଷ ପର୍ଯ୍ୟାୟରେ
  • କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ; ୧୨୦ ମିଟର ତ୍ରିରଙ୍ଗା ସହ ଗୁଞ୍ଜିଲା ‘ଭାରତ ମାତା କୀ ଜୟ’ ଧ୍ୱନି
  • ୧୩ରେ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In