• About Us
  • Contact Us
Thursday, April 2, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ମୁଖ୍ୟ ଖବର

ଭୁବନେଶ୍ୱରରୁ ସେକ୍ସ ରାକେଟ ଠାବ

by Voice of Victims
October 19, 2024
in ମୁଖ୍ୟ ଖବର, ରାଜ୍ୟ
ଭୁବନେଶ୍ୱରରୁ ସେକ୍ସ ରାକେଟ ଠାବ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ସେକ୍ସ ରାକେଟ ଠାବ କରାଯାଇଛି । ରବି ଟକିଜ ଛକ ଠାରେ ଥିବା ଏକ ସେଲୁନ ଓ ସ୍ପାରେ ଏହି ରାକେଟ ଠାବ କରାଯାଇଛି । ସେଠାରେ ଦୀର୍ଘଦିନ ହେଲା ସେକ୍ସ ରାକେଟ ଚାଲିଥିବା ନେଇ ଅଭିଯୋଗ ହୋଇ ଆସୁଥିଲା । ସେଠାରେ ଅନୈତିକ କାର୍ଯ୍ୟ ଚାଲିଥିବା ନେଇ ସୂଚନା ପାଇବା ପରେ ଶନିବାର ବଡ଼ଗଡ଼ ପୁଲିସ ଚଢ଼ଉ କରିଛି । ତେବେ ଏହି ଚଢ଼ଉ ବେଳେ ଜଣେ ଯୁବକ ଓ ୨ଜଣ ଯୁବତୀ ଧରାପଡ଼ିଥିବା ଜଣାଯାଇଛି । ଭୁବନେଶ୍ୱର ସ୍ଥିତ ରବି ଟକିଜ୍ ଛକରେ ଥିବା ଏକ ସେଲୁନ୍ ଆଣ୍ଡ୍ ସ୍ପାରେ ଜଣେ ଯୁବତୀଙ୍କୁ ଚାକିରି ଦେବା ବାହାନାରେ ଅନୈତିକ କାର୍ୟ୍ୟରେ ଲଗାଯାଉଥିଲା। ଏହି ନେଇ ଯୁବତୀ ଜଣଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ଯୁବତୀଙ୍କ ଭାଇ ସ୍ପାରେରେ ପହଞ୍ଚି ଯୁବତୀଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା କରିଥିଲେ। ଏହି ସମୟରେ ସ୍ପା ମାଲିକ ସଂପୃକ୍ତ ଯୁବତୀ ଓ ତାଙ୍କୁ ମାରପିଟ କରିଥିଲେ। ଯୁବତୀ ଜଣଙ୍କ ଏନେଇ ବଡ଼ ପାଟିରେ ଚିତ୍କାର କରିଥିଲେ। ସ୍ଥାନୀୟ ଲୋକେ ଯୁବତୀଙ୍କ ଚିତ୍କାର ଶୁଣି ଦୌଡ଼ି ଆସିଥିଲେ। ଯୁବତୀ ଓ ତାଙ୍କ ଭାଇଙ୍କୁ ସେଠାରୁ ଉଦ୍ଧାର କରିଥିଲେ ଓ ଏଥିସହ ବଡ଼ଗଡ଼ ପୁଲିସକୁ ଖବର ଦେଇଥିଲେ। ବରଗଡ଼ ପୁଲିସ ପହଞ୍ଚି ଯୁବତୀ ଓ ତାଙ୍କ ଭାଇଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ଏଥିସହ ସ୍ପାରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ସେଲୁନ୍ ଆଣ୍ଡ୍ ସ୍ପାରୁ ଆପତ୍ତିଜନକ ଜିନିଷ ମିଳିଥିଲା। ପୁଲିସ ସେଲୁନ୍ ଆଣ୍ଡ୍ ସ୍ପା ସିଲ୍ କରି ଘଟଣାର ତଦନ୍ତ କରୁଛି।

Post Views: 149
Share215Tweet134Send
Voice of Victims

Voice of Victims

Recent Posts

  • ଖରାକୁ ଦେଖି ରାଜ୍ୟ ସରକାରଙ୍କ ବଡ଼ ନିର୍ଦ୍ଦେଶ, ଆସନ୍ତା କାଲିଠାରୁ ରାଜ୍ୟରେ ସକାଳୁଆ ସ୍କୁଲ
  • ରଣପୁରରେ ଜନଗଣନା ତାଲିମ ଶିବିର ଶେଷ, ୧୯୮ ଜଣଙ୍କୁ ପ୍ରଶିକ୍ଷଣ
  • ରଣପୁରର ବିଭିନ୍ନ ସ୍ଥାନରେ ଗ୍ୟାସ କଳାବଜାରୀ ଉପରେ ଚଢ଼ାଉ
  • ଉତ୍କଳ ଦିବସ ଅବସରରେ ରକ୍ତଦାନ ଶିବିର, ସଂଗ୍ରହ ହେଲା ୧୩୭ ୟୁନିଟ ରକ୍ତ
  • ରାଜ୍ୟରେ ବନ୍ଦ ହେବ LPG, ମିଳିବ PNG ; ମାସେ ଭିତରେ ସାରା ରାଜ୍ୟରେ ଲାଗୁହେବ ନିୟମ

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In