• About Us
  • Contact Us
Wednesday, August 12, 2026
  • Login
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା
No Result
View All Result
Home ଆଞ୍ଚଳିକ ଖବର

 ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ, ସମସ୍ତ ଯାତ୍ରୀ ସୁରକ୍ଷିତ

by Voice of Victims
July 24, 2025
in ଆଞ୍ଚଳିକ ଖବର, ମୁଖ୍ୟ ଖବର, ରାଜ୍ୟ, ସମସ୍ୟା
 ଶାଲିମାର-ସମ୍ୱଲପୁର ମହିମା ଗୋସାଇଁ ଏକ୍ସପ୍ରେସ୍ ଲାଇନଚ୍ୟୁତ, ସମସ୍ତ ଯାତ୍ରୀ ସୁରକ୍ଷିତ

ସମ୍ୱଲପୁର: ଟ୍ରାକରୁ ଖସିଲା ଟ୍ରେନ୍  । ଶାଲିମାର-ସମ୍ୱଲପୁର ମହିମା ଗୋସ୍ବାମୀ ଏକ୍ସପ୍ରେସ୍ ଲାଇନଚ୍ୟୁତ । ସମ୍ୱଲପୁର ନିକଟରେ ଲାଇନଚ୍ୟୁତ ହୋଇଥିବା ପୂର୍ବତଟ ରେଲଓ୍ୱେ ପକ୍ଷରୁ ସୂଚନା ଦିଆଯାଇଛି । ଟ୍ରେନଟି ଭୁବନେଶ୍ୱରରୁ ସମ୍ୱଲପୁର ଯାଉଥିବା ବେଳେ ଜେନେରାଲ୍ କୋଚର ଗୋଟିଏ ବଗି ଡିରେଲ ହୋଇଛି ।

ତେବେ ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ସୂଚନା ମିଳିଛି । ସକାଳ ସାଢେ ୯ଟାରୁ ୧୦ଟା ମଧ୍ୟରେ ଟ୍ରେନ୍ ଲାଇନଚ୍ୟୁତ ହୋଇଥିବା ସୂଚନା ମିଳିଛି । ଲାଇନଚ୍ୟୁତ ବଗିକୁ ଛାଡି ସମ୍ବଲପୁର ଗଲା ଟ୍ରେନ୍ । ରେଲୱେ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଅନୁଧ୍ୟାନ କରୁଛନ୍ତି ।

Post Views: 72
Share200Tweet125Send
Voice of Victims

Voice of Victims

Recent Posts

  • ଓଡ଼ିଶାର ସ୍ୱାସ୍ଥ୍ୟସେବା ଭିତ୍ତିଭୂମି ଉନ୍ନତିକରଣ ଲାଗି ୩.୧୦ କୋଟି ଯୋଗାଇ ଦେଲେ ଅଶ୍ୱିନୀ ବୈଷ୍ଣବ
  • ଦିଲ୍ଲୀରେ ଖୁବ୍ ଶୀଘ୍ର ‘ଜନ୍ତର ମନ୍ତର ସିଜିନ୍ ୨’!
  • ରେମୁଣାରେ “ତ୍ରୀରଙ୍ଗା ପଦଯାତ୍ରା” ଅନୁଷ୍ଠିତ
  • ଟାଟା ସନ୍ସ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଏନ୍. ଚନ୍ଦ୍ରଶେଖର, ୨୦୨୭ ରେ ସରିବ କାର୍ଯ୍ୟକାଳ
  • “ମୁଁ ସମସ୍ତ ପ୍ରଶ୍ନର ଉତ୍ତର ଦେବି”: ବିରୋଧୀଙ୍କ ହଟ୍ଟଗୋଳ ଉପରେ ଅମିତ ଶାହଙ୍କ ପ୍ରଥମ ପ୍ରତିକ୍ରିୟା

Recent Comments

  1. A WordPress Commenter on ଭାରତ ବିରୋଧୀ ବିମର୍ଶ
  • About Us
  • Contact Us

Copyright © 2023.

No Result
View All Result
  • ରାଜ୍ୟ
  • ଦେଶ ବିଦେଶ
  • ଆଧ୍ୟାତ୍ମିକ
  • ସ୍ୱାସ୍ଥ୍ୟ
  • ଆଇନ କାନୁନ
  • ସମସ୍ୟା
  • ବିଶେଷ ପୃଷ୍ଠା
  • ଇ ପେପର
  • କ୍ରୀଡା

Copyright © 2023.

Welcome Back!

Login to your account below

Forgotten Password?

Create New Account!

Fill the forms bellow to register

All fields are required. Log In

Retrieve your password

Please enter your username or email address to reset your password.

Log In